ଗ୍ୱାଲିୟରରେ ଓଡ଼ିଆ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ଭୁବନେଶ୍ୱର: ମଧ୍ୟପ୍ରଦେଶର ଗ୍ୱାଲିୟରରେ ଓଡ଼ିଆ ବାୟୁସେନା କର୍ମଚାରୀ ବିଭୋର ସାହୁଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ ଅଞ୍ଚଳରେ। ଗତ ୧୦ ବର୍ଷ ହେଲା ସେ ବାୟୁସେନାରେ ଅପରେସନାଲ୍ ଆସିଷ୍ଟାଣ୍ଟ ଭାବେ କାମ କରୁଥିଲେ। ତେବେ ତାଙ୍କ ମୃତ୍ୟୁର କାରଣ ଜଣାପଡ଼ିନାହିଁ।

bivor

Rakesh Mallick
  • Published: Sunday, 14 August 2016
  • , Updated: 14 August 2016, 02:10 PM IST

Related story