କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ମୁଖ୍ୟ ହସ୍ପିଟାଲର ସ୍ତ୍ରୀ ଓ ପ୍ରସୂତି ବିଭାଗକୁ ସିଲ୍ କରାଯାଇଛି। ଜଣେ କରୋନା ଯୋଦ୍ଧା ପଜିଟିଭ୍ ଚିହ୍ନଟ ହେବା ପରେ ସଂପୃକ୍ତ ବିଭାଗକୁ ସିଲ୍ କରାଯାଇଛି। ଏଥିସହ ହସ୍ପିଟାଲ ପରିସର ମୁଖ୍ୟ କୋଠାକୁ ସ୍ତ୍ରୀ ଓ ପ୍ରସୂତି ବିଭାଗ ସ୍ଥାନାନ୍ତର କରାଯାଇଛି।
ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୪୦ ଜଣଙ୍କୁ କ୍ୱାରେଣ୍ଟାଇନ୍ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ମୋଟ୍ ୨ ଜଣ କରୋନା ଯୋଦ୍ଧା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏଥିସହ ଆଜି ଚିହ୍ନଟ ହୋଇଥିବା ୪୮ ଆକ୍ରାନ୍ତଙ୍କ ମଧ୍ୟରୁ ବଡ଼ବିଲର ୩୪ ଜଣ ଆଉ ସବୁ ଲୋକାଲ୍ କେସ୍ ବୋଲି ଜଣାପଡ଼ିଛି । ଏନେଇ କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।
Health
ରସୁଣକୁ ଦେଶୀ ଘିଅରେ ଭାଜି ଖାଆନ୍ତୁ, ଏହି ସବୁ ସ୍ୱାସ୍ଥ୍ୟଗତ ସମସ୍ୟାର କରିଥାଏ ସମାଧାନ
ରସୁଣ ହେଉଛି ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟିଫଙ୍ଗଲ ଓ ଆଣ୍ଟିଭାଇରାଲ।
Health
କଞ୍ଚା କ୍ଷୀର ପିଉଛନ୍ତି କି? ରୁହନ୍ତୁ ସାବଧାନ
ଆମେରିକାର ଫୁଡ୍ ଡ୍ରଗ୍ ଆଣ୍ଡ ଆଡମିନିଷ୍ଟ୍ରେସନ (ଏଫ୍ଡିଏ) ସମେତ ଆଉ କିଛି ସଂସ୍ଥା କରିଥିବା ଗବେଷଣାରୁ ଜଣାପଡ଼ିଛି ଯେ କଞ୍ଚା କ୍ଷୀରରେ ପ୍ରୋବାୟୋଟିକ୍ସ ନଥାଏ।