Advertisment

କେନ୍ଦୁଝର ହସ୍ପିଟାଲର ସ୍ତ୍ରୀ ଓ ପ୍ରସୂତି ବିଭାଗ ସିଲ୍

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ମୁଖ୍ୟ ହସ୍ପିଟାଲର ସ୍ତ୍ରୀ ଓ ପ୍ରସୂତି ବିଭାଗକୁ ସିଲ୍ କରାଯାଇଛି। ଜଣେ କରୋନା ଯୋଦ୍ଧା ପଜିଟିଭ୍‌ ଚିହ୍ନଟ ହେବା ପରେ ସଂପୃକ୍ତ ବିଭାଗକୁ ସିଲ୍ କରାଯାଇଛି। ଏଥିସହ ହସ୍ପିଟାଲ ପରିସର ମୁଖ୍ୟ କୋଠାକୁ ସ୍ତ୍ରୀ ଓ ପ୍ରସୂତି ବିଭାଗ ସ୍ଥାନାନ୍ତର କରାଯାଇଛି। ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୪୦ ଜଣଙ୍କୁ କ୍ୱାରେଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ମୋଟ୍ ୨ ଜଣ କରୋନା ଯୋଦ୍ଧା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏଥିସହ […]

ବନ୍ଦ ହେଲା OPD , OT

corona-2.2

Advertisment

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ମୁଖ୍ୟ ହସ୍ପିଟାଲର ସ୍ତ୍ରୀ ଓ ପ୍ରସୂତି ବିଭାଗକୁ ସିଲ୍ କରାଯାଇଛି। ଜଣେ କରୋନା ଯୋଦ୍ଧା ପଜିଟିଭ୍‌ ଚିହ୍ନଟ ହେବା ପରେ ସଂପୃକ୍ତ ବିଭାଗକୁ ସିଲ୍ କରାଯାଇଛି। ଏଥିସହ ହସ୍ପିଟାଲ ପରିସର ମୁଖ୍ୟ କୋଠାକୁ ସ୍ତ୍ରୀ ଓ ପ୍ରସୂତି ବିଭାଗ ସ୍ଥାନାନ୍ତର କରାଯାଇଛି।

Advertisment

ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୪୦ ଜଣଙ୍କୁ କ୍ୱାରେଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ମୋଟ୍ ୨ ଜଣ କରୋନା ଯୋଦ୍ଧା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏଥିସହ ଆଜି ଚିହ୍ନଟ ହୋଇଥିବା ୪୮ ଆକ୍ରାନ୍ତଙ୍କ ମଧ୍ୟରୁ ବଡ଼ବିଲର ୩୪ ଜଣ ଆଉ ସବୁ ଲୋକାଲ୍ କେସ୍ ବୋଲି ଜଣାପଡ଼ିଛି । ଏନେଇ କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେ ସୂଚନା ଦେଇଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe