Advertisment

ଝୁଲନ୍ତା ମୃତଦେହ ଉଦ୍ଧାର; ହତ୍ୟା ସନ୍ଦେହ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ଶିଖରଚଣ୍ଡୀ ଅଞ୍ଚଳରେ ଥିବା ଏକ ବସ୍ତି ପାଖ ଗଛରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ମେଘନାଦ ଦଳେଇ। ସେ ପାଇପ୍ ମିସ୍ତ୍ରୀ ଭାବେ କାମ କରୁଥିଲେ। ଆଜି ସକାଳେ ଏକ ନିମ ଗଛରେ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖି ସ୍ଥାନୀୟ ଲୋକେ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ତେବେ ମେଘନାଦଙ୍କ ଗୋଡ଼ ତଳେ ଲାଗିଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା […]

ଅଦ୍ୟତନ ହୋଇଛି
ଝୁଲନ୍ତା ମୃତଦେହ ଉଦ୍ଧାର; ହତ୍ୟା ସନ୍ଦେହ

bbsr

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ଶିଖରଚଣ୍ଡୀ ଅଞ୍ଚଳରେ ଥିବା ଏକ ବସ୍ତି ପାଖ ଗଛରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ମେଘନାଦ ଦଳେଇ। ସେ ପାଇପ୍ ମିସ୍ତ୍ରୀ ଭାବେ କାମ କରୁଥିଲେ।

Advertisment

ଆଜି ସକାଳେ ଏକ ନିମ ଗଛରେ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖି ସ୍ଥାନୀୟ ଲୋକେ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ତେବେ ମେଘନାଦଙ୍କ ଗୋଡ଼ ତଳେ ଲାଗିଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

ଆଧାର ଟଙ୍କାକୁ ନେଇ ଗଣ୍ଡଗୋଳରୁ ସେ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକ କହିଛନ୍ତି। ଇନ୍‌ଫୋସିଟି ପୁଲିସ୍‌ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe