ନବୀନଙ୍କ ଜନ୍ମଦିନରେ ୧୨୩୨୫ ୟୁନିଟ୍ ରକ୍ତ ସଂଗ୍ରହ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୭୪ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ନବୀନଙ୍କ ଜନ୍ମଦିନ ପାଇଁ ଆଜି ବିଜେଡି ପକ୍ଷରୁ ଆୟୋଜିତ ରାଜ୍ୟବ୍ୟାପୀ ରକ୍ତଦାନ ସଂଗ୍ରହ କାର୍ଯ୍ୟକ୍ରମରେ ମୋଟ ୧୨୩୨୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିବା ଜଣାପଡ଼ିଛି। ବିଜେଡି ନିଜର ଜୀବନବିନ୍ଦୁ କାର୍ଯ୍ୟକ୍ରମ ବ୍ୟାନରରେ ଏହି ରକ୍ତ ସଂଗ୍ରହ କରିଛି। ବିଜେଡି ସାଧାରଣ ସମ୍ପାଦକ ତଥା ଜୀବନବିନ୍ଦୁ ସଂଯୋଜକ ବିଜୟ ନାୟକ ଆଜି ଏନେଇ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, […]

bjp

bjp

Manoranjan Sial
  • Published: Wednesday, 16 October 2019
  • Updated: 16 October 2019, 08:56 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୭୪ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ନବୀନଙ୍କ ଜନ୍ମଦିନ ପାଇଁ ଆଜି ବିଜେଡି ପକ୍ଷରୁ ଆୟୋଜିତ ରାଜ୍ୟବ୍ୟାପୀ ରକ୍ତଦାନ ସଂଗ୍ରହ କାର୍ଯ୍ୟକ୍ରମରେ ମୋଟ ୧୨୩୨୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିବା ଜଣାପଡ଼ିଛି। ବିଜେଡି ନିଜର ଜୀବନବିନ୍ଦୁ କାର୍ଯ୍ୟକ୍ରମ ବ୍ୟାନରରେ ଏହି ରକ୍ତ ସଂଗ୍ରହ କରିଛି।

ବିଜେଡି ସାଧାରଣ ସମ୍ପାଦକ ତଥା ଜୀବନବିନ୍ଦୁ ସଂଯୋଜକ ବିଜୟ ନାୟକ ଆଜି ଏନେଇ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନରେ ଆଜି ଜୀବନବିନ୍ଦୁ କାର୍ଯ୍ୟକ୍ରମ ଅନ୍ତର୍ଗତ ବିଜେଡି ପକ୍ଷରୁ ଗୋଟିଏ ଦିନରେ ୧୨୩୨୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି। ରାଜ୍ୟର ୭୭ଟି ପ୍ରମୁଖ ସ୍ଥାନରେ ଏହି ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ମଧ୍ୟ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ ହୋଇଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ଯୋଗ ଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା ସହ ରକ୍ତଦାତାମାନଙ୍କୁ ଫୁଲ ଓ ସାର୍ଟିଫିକେଟ୍ ପ୍ରଦାନ କରି ଶୁଭେଚ୍ଛା ଜଣାଇଥିଲେ।

ଆଠଗଡ଼ରେ ଅନୁଷ୍ଠିତ ଶିବିରରେ ସର୍ବାଧିକ ୬୭୨ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିବା ବେଳେ ଦ୍ୱିତୀୟ ସର୍ବାଧିକ ବ୍ରହ୍ମପୁରରେ ୬୧୬ ଓ ତୃତୀୟ ସର୍ବାଧିକ ରାଉରକେଲାରେ ୫୧୧ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି। ସେହିପରି କଟକ ଜିଲ୍ଲାରେ ସର୍ବାଧିକ ୧୫୩୪, ଦ୍ୱିତୀୟ ସର୍ବାଧିକ ମୟୂରଭଞ୍ଜ ଜିଲ୍ଲାରେ ୧୨୩୯ ୟୁନିଟ୍ ଓ ତୃତୀୟ ସର୍ବାଧିକ ଗଞ୍ଜାମ ଜିଲ୍ଲାରେ ୧୧୯୫ ୟୁନିଟ୍ ରକ୍ତ ସଂଗୃହୀତ ହୋଇଛି । ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ୩୭୨ ଜଣ ରକ୍ତଦାତା ସ୍ୱେଚ୍ଛାରେ ରକ୍ତଦାନ କରିଥିଲେ ବୋଲି ଶ୍ରୀ ନାୟକ କହିଛନ୍ତ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story