ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ୧୩୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩ ଲକ୍ଷ ୪୭୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1328712995870937088?s=20
ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ କଟକରୁ ସର୍ବାଧିକ ୧୪୪ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୪୩, ସୁନ୍ଦରଗଡ଼ରୁ ୧୧୬, ମୟୂରଭଞ୍ଜରୁ ୮୭, ପୁରୀରୁ ୭୭, ଜଗତସିଂହପୁରରୁ ୭୪, ବରଗଡ଼ରୁ ୬୨, ଯାଜପୁରରୁ ୫୫, କେନ୍ଦ୍ରାପଡ଼ାରୁ ୫୪, ବାଲେଶ୍ୱରରୁ ୫୩, ଅନୁଗୋଳରୁ ୪୪, ବଲାଙ୍ଗିରରୁ ୪୨, କେନ୍ଦୁଝରରୁ ୪୨, ନୂଆପଡ଼ାରୁ ୪୧, ସମ୍ବଲପୁରରୁ ୩୭, କଳାହାଣ୍ଡିରୁ ୩୫, କୋରାପୁଟରୁ ୩୧, ଷ୍ଟେଟ୍ ପୁଲରୁ ୨୭, ଭଦ୍ରକରୁ ୨୩, ନୟାଗଡ଼ରୁ ୨୩, ସୁବର୍ଣ୍ଣପୁରରୁ ୧୯, ଢେଙ୍କାନାଳରୁ ୧୬, ମାଲକାନଗିରିରୁ ୧୬, ନବରଙ୍ଗପୁରରୁ ୧୪, ଗଞ୍ଜାମରୁ ୧୨, କନ୍ଧମାଳରୁ ୯, ଝାରସୁଗୁଡ଼ାରୁ ୮, ବୌଦ୍ଧରୁ ୫, ରାୟଗଡ଼ାରୁ ୩, ଦେବଗଡ଼ରୁ ୨ ଓ ଗଜପତିରୁ ଜଣେ ସୁସ୍ଥ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।