ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ରାଉରକେଲା (ଓଡିଶା ରିପୋର୍ଟର): ପୌରପାଳିକାର ନିର୍ବାହୀ ଅଧିକାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ। ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ପୌରପାଳିକାର ଜଣେ ମହିଳା ଠିକା କର୍ମଚାରୀଙ୍କୁ ନିର୍ବାହୀ ଅଧିକାରୀ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଆନ୍ଦୋଳନ କରୁଛନ୍ତି ପୌରପାଳିକାର ଅନ୍ୟ ସହ କର୍ମଚାରୀ। ଆନ୍ଦୋଳନକାରୀମାନେ ପୌରପାଳିକା ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଘଟଣାକୁ ନେଇ ଥାନାରେ ଏତଲା ହୋଇଛି। ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।