ଆତ୍ମସମର୍ପଣ କଲା ଦୁର୍ଦ୍ଦାନ୍ତ ନକ୍ସଲ ମାଡକାମୀ ଦୁଲା

ମାଲକାନଗିରି(ଜିତେନ୍ଦ୍ର ବେଉରା): ଦୁର୍ଦ୍ଦାନ୍ତ ନକ୍ସଲ ମାଡକାମୀ ଦୁଲା ମାଲକାନଗିରି ପୁଲିସ୍‌ ନିକଟରେ ଗତକାଲି ଆତ୍ମସମର୍ପଣ କରିଛି। କୋରାପୁଟର ବୈପାରୀଗୁଡା ସମେତ ଜିଲ୍ଲାର ବିଭିନ୍ନ ସ୍ଥାନରେ ପୁଲିସ୍ ଉପରକୁ ଆକ୍ରମଣ  ଘଟଣାରେ ସେ ସାମିଲ ଥିଲା। ସେ ଆନ୍ଧ୍ର ଓଡ଼ିଶା ବର୍ଡର ଜୋନାଲ କମିଟିର ସଚିବ ଉଦୟର ସୁରକ୍ଷା ଦାୟିତ୍ୱରେ ରହିଥିଲା। ମାଡକାମୀ ନାଁରେ ୨ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା। ଗତକାଲି ମାଲକାନଗିରି ଏସ୍‌ପି ଋଷିକେଶ ଖିଲାରୀ ଓ ସୁକମାରେ ଅବସ୍ଥାପିତ ୭୪ ସିଆରପିଏଫ୍ […]

firing

firing

Jyoshna Pradhan
  • Published: Saturday, 28 September 2019
  • Updated: 28 September 2019, 07:58 AM IST

Sports

Latest News

ମାଲକାନଗିରି(ଜିତେନ୍ଦ୍ର ବେଉରା): ଦୁର୍ଦ୍ଦାନ୍ତ ନକ୍ସଲ ମାଡକାମୀ ଦୁଲା ମାଲକାନଗିରି ପୁଲିସ୍‌ ନିକଟରେ ଗତକାଲି ଆତ୍ମସମର୍ପଣ କରିଛି। କୋରାପୁଟର ବୈପାରୀଗୁଡା ସମେତ ଜିଲ୍ଲାର ବିଭିନ୍ନ ସ୍ଥାନରେ ପୁଲିସ୍ ଉପରକୁ ଆକ୍ରମଣ  ଘଟଣାରେ ସେ ସାମିଲ ଥିଲା। ସେ ଆନ୍ଧ୍ର ଓଡ଼ିଶା ବର୍ଡର ଜୋନାଲ କମିଟିର ସଚିବ ଉଦୟର ସୁରକ୍ଷା ଦାୟିତ୍ୱରେ ରହିଥିଲା।

ମାଡକାମୀ ନାଁରେ ୨ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା। ଗତକାଲି ମାଲକାନଗିରି ଏସ୍‌ପି ଋଷିକେଶ ଖିଲାରୀ ଓ ସୁକମାରେ ଅବସ୍ଥାପିତ ୭୪ ସିଆରପିଏଫ୍ ବାଟାଲିୟନର ସେକେଣ୍ଡ ଇନ୍‌ କମାଣ୍ଡାଣ୍ଟ ନୀରଜ କୁମାରଙ୍କ ଉପସ୍ଥିତିରେ ମାଡକାମୀ ଆତ୍ମସମର୍ପଣ କରିଥିଲା।

ପୁଲିସ୍ ତରଫରୁ ମାଡକାମୀକୁ ସମସ୍ତ ସୁବିଧାସୁଯୋଗ ଦିଆଯିବ ବୋଲି ମାଲକାନଗିରି ଏସ୍‌ପି କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story