ରାସ୍ତାରେ ବୋହିଲା ରକ୍ତ: ତୀରମାଡ଼ରେ ଯୁବକ ଘାଇଲା

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ନହଗାଁରେ ରାସ୍ତା କାମକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ଆଜି ମୁହାଁମୁହିଁ ହୋଇଥିଲେ। ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀ ଉପରକୁ ତୀରମାଡ଼ କରିବାରୁ ତ୍ରିଲୋଚ ବାରିକ ଗୁରୁତର ଆହତ ହୋଇଥିବା ବେଳ ଗଙ୍ଗା ମହାକୁଡ଼ ସାମାନ୍ୟ ଆହତ ହୋଇଥିଲେ। ସେମାନଙ୍କୁ ହରିଚନ୍ଦନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଏହି ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। […]

arrow

Rakesh Mallick
  • Published: Monday, 20 March 2017
  • , Updated: 20 March 2017, 12:27 PM IST

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ନହଗାଁରେ ରାସ୍ତା କାମକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ଆଜି ମୁହାଁମୁହିଁ ହୋଇଥିଲେ। ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀ ଉପରକୁ ତୀରମାଡ଼ କରିବାରୁ ତ୍ରିଲୋଚ ବାରିକ ଗୁରୁତର ଆହତ ହୋଇଥିବା ବେଳ ଗଙ୍ଗା ମହାକୁଡ଼ ସାମାନ୍ୟ ଆହତ ହୋଇଥିଲେ। ସେମାନଙ୍କୁ ହରିଚନ୍ଦନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଏହି ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Related story