ହରିଆଣାର ଫରିଦାବାଦରେ ଦୁଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର: ହିଆଣାର ଫରିଦାବାଦରେ ସ୍ୱେରେଜ ନାଳ ସଫେଇ ବେଳେ ଶ୍ୱାସରୁଦ୍ଧ ହୋଇ ଦୁଇ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଉମାକାନ୍ତ ପ୍ରଧାନ ଓ ଅନୀଲ ସ୍ୱାଇଁ। ସେମାନଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଅଞ୍ଚଳରେ।