ହରିଆଣାର ଫରିଦାବାଦରେ ଦୁଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର: ହିଆଣାର ଫରିଦାବାଦରେ ସ୍ୱେରେଜ ନାଳ ସଫେଇ ବେଳେ ଶ୍ୱାସରୁଦ୍ଧ ହୋଇ ଦୁଇ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଉମାକାନ୍ତ ପ୍ରଧାନ ଓ ଅନୀଲ ସ୍ୱାଇଁ। ସେମାନଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଅଞ୍ଚଳରେ।

symbolicimage

Rakesh Mallick
  • Published: Saturday, 07 January 2017
  • , Updated: 07 January 2017, 10:59 AM IST

Related story