ବିଧାନସଭାରେ ହାଥରସ ଝଡ଼; ବର୍ଷିଲେ କଂଗ୍ରେସ ବିଧାୟକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭା ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନରେ ଗୃହରେ ଉଠିଲା ଉତ୍ତରପ୍ରଦେଶ ହାଥରସ ଝଡ଼।  କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ମାଡ ମରାଯିବା ଓ ଗିରଫ କରାଯିବା ଘଟଣାକୁ ନେଇ ବର୍ଷିଲେ କଂଗ୍ରେସ ସଦସ୍ୟ। ପ୍ରଧାନମନ୍ତ୍ରୀ ମୋଦି ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବିରୋଧରେ ବିଧାନସଭାରେ ସ୍ଲୋଗାନ ଦେଇଥିଲେ କଂଗ୍ରେସ ବିଧାୟକ  । ଯୋଗୀ ମୋଦି ହାଏ ହାଏ ବୋଲି ସ୍ଲୋଗାନ ଦେଇଥିଲେ । ବାଚସ୍ପତିଙ୍କ ପୋଡିୟମ ଆଗରେ ନାରାବାଜି […]

Odisha Assembly

Odisha Assembly

Niharika Rout
  • Published: Saturday, 03 October 2020
  • Updated: 03 October 2020, 12:13 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭା ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନରେ ଗୃହରେ ଉଠିଲା ଉତ୍ତରପ୍ରଦେଶ ହାଥରସ ଝଡ଼।  କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ମାଡ ମରାଯିବା ଓ ଗିରଫ କରାଯିବା ଘଟଣାକୁ ନେଇ ବର୍ଷିଲେ କଂଗ୍ରେସ ସଦସ୍ୟ।

ପ୍ରଧାନମନ୍ତ୍ରୀ ମୋଦି ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବିରୋଧରେ ବିଧାନସଭାରେ ସ୍ଲୋଗାନ ଦେଇଥିଲେ କଂଗ୍ରେସ ବିଧାୟକ  । ଯୋଗୀ ମୋଦି ହାଏ ହାଏ ବୋଲି ସ୍ଲୋଗାନ ଦେଇଥିଲେ । ବାଚସ୍ପତିଙ୍କ ପୋଡିୟମ ଆଗରେ ନାରାବାଜି କରିଥିଲେ ।

ଗଣତନ୍ତ୍ର କେଉଁ ସ୍ତରକୁ ଗଲାଣି ବୋଲି ପ୍ରଶ୍ନ କରି କଂଗ୍ରେସ ସଦସ୍ୟମାନେ ହୋହଲ୍ଲା କରିଥିଲେ।  ଏହାପରେ ବାଚସ୍ପତି ଗୃହକୁ ଦିନ ୧୦ଟା ୪୦ରୁ ୧୫ ମିନିଟ ପାଇଁ ମୁଲତବୀ କରିଥିଲେ । ଏହାପରେ ପୁଣିଥରେ କଂଗ୍ରେସ ବିଧାୟକ ହୋହଲ୍ଲା କରିବାରୁ ଗୃହକୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମୁଲତବୀ କରିଛନ୍ତି ବାଚସ୍ପତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story