ଭୁବନେଶ୍ୱର: ଆସନ୍ତାକାଲି ଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ବେଳେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ତେବେ ଆସନ୍ତା ୭ ତାରିଖରୁ ଧୀରେଧୀରେ ବର୍ଷା କମିପାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।