ହାଇକୋର୍ଟ ବାର ଆସୋସିଏସନର ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଚାରପତି ନିଯୁକ୍ତି ଦାବିରେ ହାଇକୋର୍ଟ ବାର ଆସୋସିଏସନର କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ। ମୁଖ୍ୟ ବିଚାରପତିଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ସ୍ଥଗିତ କରିବାକୁ ନିଷ୍ପତି ନେଇଛି ବାର ଆସୋସିଏସନ। ଆସନ୍ତାକାଲିଠାରୁ ଆଇନଜୀବୀ କାର୍ଯ୍ୟରେ ଯୋଗଦେବେ ବୋଲି ଆସୋସିଏସନର ସାଧାରଣ ପରିଷଦ ବୈଠକରେ ନିଷ୍ପତି ହୋଇଛି। ଆଜି ବାର୍‌ ଏକ ପ୍ରତିନିଧି ଦଳ ମୁଖ୍ୟ ବିଚାରପତି ଓ ଅନ୍ୟ ବିଚାରପତିଙ୍କ ସହ ଆଲୋଚନା କରିଥିଲେ। ବିଚାରପତି ପଦବୀ ପୂରଣ ପାଇଁ ଆବଶ୍ୟକୀୟ ପଦକ୍ଷେପ ତୁରନ୍ତ ଗ୍ରହଣ […]

Rakesh Mallick
  • Published: Monday, 05 March 2018
  • Updated: 05 March 2018, 10:12 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଚାରପତି ନିଯୁକ୍ତି ଦାବିରେ ହାଇକୋର୍ଟ ବାର ଆସୋସିଏସନର କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ। ମୁଖ୍ୟ ବିଚାରପତିଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ସ୍ଥଗିତ କରିବାକୁ ନିଷ୍ପତି ନେଇଛି ବାର ଆସୋସିଏସନ। ଆସନ୍ତାକାଲିଠାରୁ ଆଇନଜୀବୀ କାର୍ଯ୍ୟରେ ଯୋଗଦେବେ ବୋଲି ଆସୋସିଏସନର ସାଧାରଣ ପରିଷଦ ବୈଠକରେ ନିଷ୍ପତି ହୋଇଛି।

ଆଜି ବାର୍‌ ଏକ ପ୍ରତିନିଧି ଦଳ ମୁଖ୍ୟ ବିଚାରପତି ଓ ଅନ୍ୟ ବିଚାରପତିଙ୍କ ସହ ଆଲୋଚନା କରିଥିଲେ। ବିଚାରପତି ପଦବୀ ପୂରଣ ପାଇଁ ଆବଶ୍ୟକୀୟ ପଦକ୍ଷେପ ତୁରନ୍ତ ଗ୍ରହଣ କରାଯିବ ବୋଲି ମୁଖ୍ୟ ବିଚାରପତି ପ୍ରତିଶ୍ରୁତି ଦେଇଥିଲେ। ଏହା ପରେ ଆନ୍ଦୋଳନରୁ ଓହରିବାକୁ ନିଷ୍ପତି ନେଇଥିଲା ଆସୋସିଏସନ। ବିଚାରପତି ନିଯୁକ୍ତି ଦାବିରେ ଗତ ୧୨ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରୁଥିଲେ ଆଇନଜୀବୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story