ଦୁର୍ଗା ମୂର୍ତ୍ତି ଉଚ୍ଚତା କେତେ ହେବ? ଅକ୍ଟୋବର ୯କୁ ଘୁଞ୍ଚିଲା ଶୁଣାଣି

କଟକ(ଓଡ଼ିଶା ରିପୋର୍ଟର): କଟକ ଦୁର୍ଗା ମୂର୍ତ୍ତି ଉଚ୍ଚତା ବିବାଦ ନେଇ ମାମଲାର ଶୁଣାଣି ଅକ୍ଟୋବର ୯ ତାରିଖକୁ ଘୁଞ୍ଚିଲା। ଆଜି ଏନେଇ ଶୁଣାଣି ହେବାକୁ ଥିବାବେଳେ ହାଇକୋର୍ଟ ୯ ତାରିଖକୁ ଘୁଞ୍ଚାଇ ଦେଇଛନ୍ତି। ତେବେ ପରବର୍ତ୍ତୀ ଶୁଣାଣି ବେଳେ ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ କହିଛନ୍ତି କୋର୍ଟ। ଏହାସହ ମଣ୍ଡପ ଗୁଡ଼ିକରେ ନିର୍ମାଣାଧୀନ ମୂର୍ତ୍ତିକୁ ସୁରକ୍ଷା ଦେବାକୁ କୋର୍ଟ କହିଛନ୍ତି। ମୃର୍ତ୍ତିର ଉଚ୍ଚତ୍ତା ପ୍ରସଙ୍ଗରେ କମିଶନର ଜାରି କରିଥିବା ନିର୍ଦ୍ଦେଶାନାମାକୁ ଚ୍ୟାଲେଞ୍ଜ କରି ଦାୟର ମାମଲାରେ ହାଇକୋର୍ଟ […]

durgapuja-in

durgapuja-in

Manoranjan Sial
  • Published: Wednesday, 30 September 2020
  • Updated: 30 September 2020, 07:25 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): କଟକ ଦୁର୍ଗା ମୂର୍ତ୍ତି ଉଚ୍ଚତା ବିବାଦ ନେଇ ମାମଲାର ଶୁଣାଣି ଅକ୍ଟୋବର ୯ ତାରିଖକୁ ଘୁଞ୍ଚିଲା। ଆଜି ଏନେଇ ଶୁଣାଣି ହେବାକୁ ଥିବାବେଳେ ହାଇକୋର୍ଟ ୯ ତାରିଖକୁ ଘୁଞ୍ଚାଇ ଦେଇଛନ୍ତି। ତେବେ ପରବର୍ତ୍ତୀ ଶୁଣାଣି ବେଳେ ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ କହିଛନ୍ତି କୋର୍ଟ। ଏହାସହ ମଣ୍ଡପ ଗୁଡ଼ିକରେ ନିର୍ମାଣାଧୀନ ମୂର୍ତ୍ତିକୁ ସୁରକ୍ଷା ଦେବାକୁ କୋର୍ଟ କହିଛନ୍ତି। ମୃର୍ତ୍ତିର ଉଚ୍ଚତ୍ତା ପ୍ରସଙ୍ଗରେ କମିଶନର ଜାରି କରିଥିବା ନିର୍ଦ୍ଦେଶାନାମାକୁ ଚ୍ୟାଲେଞ୍ଜ କରି ଦାୟର ମାମଲାରେ ହାଇକୋର୍ଟ ଏହା କହିଛନ୍ତି।

ମୂର୍ତ୍ତି ଉଚ୍ଚତାକୁ ନେଇ ବିବାଦ ହାଇକୋର୍ଟରେ ପହଞ୍ଚିବା ପରେ ଏ ପ୍ରସଙ୍ଗରେ ନିଷ୍ପତ୍ତି ନେବାକୁ ପୁଲିସ କମିଶନରଙ୍କୁ ଗତ ୧୬ ତାରିଖରେ ନିର୍ଦ୍ଦେଶ ଦେଇଥିଲେ। ମୂର୍ତ୍ତି ଗୁଡିକର ଉଚ୍ଚତା ଯାଞ୍ଚ କରି ୪ ଫୁଟ୍‌ ମଧ୍ୟରେ ସୀମିତ ରଖିବାକୁ ପୁଲିସ କମିଶନର ଗତ ୧୭ ତାରିଖରେ ନିର୍ଦ୍ଦେଶାନାମା ଜାରି କରିଥିଲେ। ମଣ୍ଡପରେ ୪ ଫୁଟରୁ ଊର୍ଦ୍ଧ୍ୱର ମୂର୍ତ୍ତି ନିର୍ମାଣ ଆରମ୍ଭ ହୋଇସାରିଥିବାରୁ କମିଶନରଙ୍କ ନିର୍ଦ୍ଦେଶନାମା ପାଳନ କରିବା ସମ୍ଭବପର ନଥିବା ଦର୍ଶାଇ ପୂଜା କମିଟି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ପୂର୍ବରୁ ସତ୍ୟପାଠ ଦାଖଲ କରିବାକୁ ପୁଲିସ କମିଶନରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story