ସ୍କୁଲ ଫି ଛାଡ଼ ମାମଲା: ୭ ଦିନରେ ଜବାବ ଦେବାକୁ ରାଜ୍ୟକୁ ନିର୍ଦ୍ଦେଶ

କଟକ(ଓଡ଼ିଶା ରିପୋର୍ଟର): ସ୍କୁଲ ଫି ଛାଡ଼ ସଂପର୍କିତ ମାମଲାର ଶୁଣାଣି କରି ସରକାରଙ୍କୁ ଜବାବ ତଲବ କରିଛନ୍ତି ହାଇକୋର୍ଟ । କିଛି ଘରୋଇ ସ୍କୁଲ ପକ୍ଷରୁ ଆଗତ ପିଟିସନକୁ ଅଗ୍ରାହ୍ୟ କରିବା ସହ ରାଜ୍ୟ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି ହାଇକୋର୍ଟ । ୭ ଦିନ ମଧ୍ୟରେ ନିଜ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ୭ ଦିନ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି। ସ୍କୁଲ ଫି ଛାଡ଼ ସଂପର୍କୀତ […]

Orissa High Court

Orissa High Court

Niharika Rout
  • Published: Monday, 19 October 2020
  • Updated: 19 October 2020, 01:39 PM IST

କଟକ(ଓଡ଼ିଶା ରିପୋର୍ଟର): ସ୍କୁଲ ଫି ଛାଡ଼ ସଂପର୍କିତ ମାମଲାର ଶୁଣାଣି କରି ସରକାରଙ୍କୁ ଜବାବ ତଲବ କରିଛନ୍ତି ହାଇକୋର୍ଟ । କିଛି ଘରୋଇ ସ୍କୁଲ ପକ୍ଷରୁ ଆଗତ ପିଟିସନକୁ ଅଗ୍ରାହ୍ୟ କରିବା ସହ ରାଜ୍ୟ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି ହାଇକୋର୍ଟ । ୭ ଦିନ ମଧ୍ୟରେ ନିଜ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ୭ ଦିନ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି। ସ୍କୁଲ ଫି ଛାଡ଼ ସଂପର୍କୀତ ମାମଲା ପ୍ରସଙ୍ଗରେ ଆଗତ କିଛି ଇଣ୍ଟରଭେନ୍ସନ୍ ପିଟିସନକୁ କୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି ହାଇକୋର୍ଟ ।

ସୂଚନାଯୋଗ୍ୟ,  କରୋନା ସମୟରେ ଘରୋଇ ସ୍କୁଲ ଫି ଛାଡ଼ କରିବା ନିମନ୍ତେ ଅଭିଭାବକ ମହାସଂଘ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ଏପରିକି ସ୍କୁଲ ଓ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ହାଇକୋର୍ଟରେ ଦାଖଲ କରିଥିବା ରିପୋର୍ଟରେ ବିଭିନ୍ନ ସ୍ଲାବରେ ୩୦ ପ୍ରତିଶତ ପର୍ଯ୍ୟନ୍ତ  ଫି କମାଇବା ନେଇ ସୁପାରିଶ କରାଯାଇଥିଲା ।

ଦାଖଲ ହୋଇଥିବା ରିପୋର୍ଟ ଅନୁଯାୟୀ,  ବାର୍ଷିକ ୬ ହଜାର ଟଙ୍କା ପର୍ଯ୍ୟନ୍ତ ଟ୍ୟୁସନ୍ ଫି ନେଉଥିବା ସ୍କୁଲର କୌଣସି ଫି ଛାଡ କରାଯିବନି । ତେବେ ୬ରୁ ୧୨ ହଜାର ଟଙ୍କା ଯାଏଁ ଫି ନେଉଥିଲେ ୭.୫ ପ୍ରତିଶତ, ୧୨ରୁ ୨୪ ହଜାର ଯାଏଁ  ୧୨ପ୍ରତିଶତ, ୨୪ରୁ ୪୮ ହଜାର ଯାଏଁ ୧୫ ପ୍ରତିଶତ, ୪୮ରୁ ୭୨ ହଜାର ଯାଏଁ ଫିରେ ୨୦ ପ୍ରତିଶତ ଛାଡ କରାଯିବାକୁ ସୁପାରିଶ ହୋଇଛି  । ସେହିପରି ୭୨ରୁ ୧ ଲକ୍ଷ ଟଙ୍କା ଫିରେ ୨୫ ପ୍ରତିଶତ ଓ ୧ ଲକ୍ଷରୁ ଅଧିକ ଫି ପାଇଁ ୨୬ ପ୍ରତିଶତ ହ୍ରାସ କରିବାକୁ ସୁପାରିଶ କରାଯାଇଛି । ରେସିଡେନ୍ସିଆଲ ସ୍କୁଲଗୁଡିକର ଫି ୩୦ପ୍ରତିଶତ ହ୍ରାସ ପାଇଁ କମିଟି ସୁପାରିଶ କରିଛି  ।

ଆପୋଷ ସହମତିରେ କୌଣସି ସମାଧାନର ସୁତ୍ର ନ ବାହାରିଲେ କୋର୍ଟ ନିଷ୍ପତ୍ତି ନେବେ ବୋଲି ସୂଚାଇ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story