ମମିତା ମାମଲା: ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ

କଟକ(ଓଡ଼ିଶା ରିପୋର୍ଟର): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ତଦନ୍ତ ନେଇ ସରକାରଙ୍କୁ ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ । ତଦନ୍ତ କେତେ ଦୂର ଆଗେଇଛି ସେ ନେଇ ରିପୋର୍ଟ ମାଗିଛନ୍ତି କୋର୍ଟ । ଆସନ୍ତା  ୩ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ ହୋଇଛି। ଝିଅକୁ ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମମିତାଙ୍କ ପରିବାର ଲୋକେ । ନିର୍ଦ୍ଦିଷ୍ଟ ସମୟ ଭିତରେ ତଦନ୍ତ ସାରିବାକୁ ଏଥିରେ ଆବେଦନ କରାଯାଇଥିଲା । ଗୃହ ସଚିବ, […]

mamita

mamita

Niharika Rout
  • Published: Thursday, 18 November 2021
  • Updated: 18 November 2021, 02:23 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ତଦନ୍ତ ନେଇ ସରକାରଙ୍କୁ ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ । ତଦନ୍ତ କେତେ ଦୂର ଆଗେଇଛି ସେ ନେଇ ରିପୋର୍ଟ ମାଗିଛନ୍ତି କୋର୍ଟ । ଆସନ୍ତା  ୩ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ ହୋଇଛି।

ଝିଅକୁ ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମମିତାଙ୍କ ପରିବାର ଲୋକେ । ନିର୍ଦ୍ଦିଷ୍ଟ ସମୟ ଭିତରେ ତଦନ୍ତ ସାରିବାକୁ ଏଥିରେ ଆବେଦନ କରାଯାଇଥିଲା । ଗୃହ ସଚିବ, ଡିଜିପି, ବଲାଙ୍ଗିର ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ପକ୍ଷଭୁକ୍ତ ପାଇଁ ଆବେଦନ କରାଯାଇଥିଲା ।

ସିନ୍ଧେକେଲା IICଙ୍କୁ ମଧ୍ୟ ମାମଲାରେ ପକ୍ଷଭୁକ୍ତ କରିବାକୁ ଅାବେଦନ କରିଥିଲେ ମମିତାଙ୍କ ପରିବାର ସଦସ୍ୟ । ଲମ୍ବା ସମୟ ଧରି ତଦନ୍ତ ହେବା ଦ୍ୱାରା ମାନସିକ ଚାପରେ ପରିବାର ଲୋକେ ଥିବା କୋର୍ଟରେ ଦର୍ଶା ଯାଇଛି ।  ତ୍ୱରିତ ଶୁଣାଣି ଓ ଫାଷ୍ଟଟ୍ରାକ୍ କୋର୍ଟରେ ବିଚାର ପାଇଁ ଅପିଲ କରିଥିଲେ ପରିବାର ଲୋକେ  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story