ଭଦ୍ରକ (ଓଡ଼ିଶା ରିପୋର୍ଟର):ଦଣ୍ଡ ମୁକ୍ତ ଅଞ୍ଚଳରେ ଦଣ୍ଡ। ସ୍କୁଲ ପରିସରରେ ଛାତ୍ରଛାତ୍ରୀଙ୍କୁ ଆଣ୍ଠେଇଲେ ପ୍ରଧାନ ଶିକ୍ଷୟିତ୍ରୀ । ଭଦ୍ରକ ଧାମନଗର ବ୍ଲକ ପଦ୍ମପୋଖରୀ ପ୍ରାଥମିକ ବିଦ୍ୟାଳୟର ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ଛାତ୍ରୀ ଓ ଦୁଇ ଜଣ ଛାତ୍ର କାନ ଧରି ଆଣ୍ଠେଇ ଥିବା ଦେଖିବାକୁ ମିଳିଛି। ଗତ ଶୁକ୍ରବାର ମଧ୍ୟାହ୍ନ ଭୋଜନ ସମୟରେ କୌଣସି କାରଣକୁ ନେଇ ୩ ଛାତ୍ରଛାତ୍ରୀଙ୍କ ମଧ୍ୟ ଝଗଡା ଲାଗିଥିଲା।
ପ୍ରଧାନ ଶିକ୍ଷୟିତ୍ରୀ ଉତ୍କ୍ଷିପ୍ତ ହୋଇ ୩ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ପରିସରରେ ଆଣ୍ଠେଇ ଦେଇଥିଲେ। ଯାହାର ଭିଡିଓ ଭାଇରଲ ହେବାରେ ଲାଗିଛି । ଦଣ୍ଡମୁକ୍ତ ଅଞ୍ଚଳରେ ଛୋଟ ଛୋଟ ପିଲାମାନଙ୍କୁ ଏଭଳି ଦଣ୍ଡ ଦେବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ସେପଟେ ଏନେଇ ସଂପୃକ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ମୁଖ୍ୟମନ୍ତ୍ରୀଙ୍କ ଅପିଲ: ପ୍ରବାସୀ ଭାରତୀୟଙ୍କୁ ସ୍ୱାଗତ କରନ୍ତୁ, ଶ୍ରେଷ୍ଠ ଅନୁଭୂତି ଦିଅନ୍ତୁ
ଆଜି ଏକ ମିଳିତ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ସଚିବ ମନୋଜ ଆହୁଜା ଓ କେନ୍ଦ୍ର ବୈଦେଶିକ ବ୍ୟାପାର ସଚିବ ଅରୁଣ କୁମାର ଚାଟାର୍ଜୀ କହିଛନ୍ତି ଯେ, ଯୁବ ସମାବେଶରୁ ୩ଦିନିଆ ପ୍ରବାସୀ ଭାରତୀୟ ଦିବସ ସମାରୋହ ଆରମ୍ଭ ହେବ । ଭାରତ ସରକାରଙ୍କ ପୂର୍ବୋଦୟ ବିକାଶ ଯୋଜନା ଅନୁସାରେ ଏଥର ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ୧୮ତମ ସଂସ୍କରଣ ଆୟୋଜନ କରାଯାଇଛି ।
Miscellaneous
ଦିନକରେ ଏକକାଳୀନ ୧୪୮ଜଣ ଓଏଏସ୍ ଅଫିସରଙ୍କ ବଦଳି, ୬୯ ବ୍ଲକରେ ନୂଆ ବିଡିଓ
ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ରାଉରକେଲା ମହାନଗର ନିଗମର ଡେପୁଟି କମିଶନର, କଲ୍ୟାଣୀ ସଂଘମିତ୍ରା ଦେବୀଙ୍କୁ ବ୍ରହ୍ମପୁର ମହାନଗର ନିଗମର ଡେପୁଟି କମିଶନର ଓ ମନ୍ମଥ କୁମାର ନାୟକଙ୍କୁ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଭାବେ ବଦଳି କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।
Events & Festivals
ରାତି ପାହିଲେ ପ୍ରବାସୀ ଭାରତୀୟ ଦିବସ, ଉତ୍ସବମୁଖର ଭୁବନେଶ୍ୱର
ପ୍ରବାସୀଙ୍କ ଆତିଥ୍ୟ ପାଇଁ ପୂରା ପ୍ରସ୍ତୁତ ରାଜ୍ୟ ସରକାର। ଭିନ୍ନ ଭିନ୍ନ କାର୍ଯ୍ୟକ୍ରମର କରୁଛନ୍ତି ଆୟୋଜନ।
Politics
ଜିଲ୍ଲାପାଳଙ୍କୁ ଦିଆଯାଇଛି ଟଙ୍କା, ୫ଦିନ ସୁଦ୍ଧା ଚାଷୀଙ୍କୁ ମିଳିବ କ୍ଷତିପୂରଣ : ରାଜସ୍ୱ ମନ୍ତ୍ରୀ
ଚାଷୀଙ୍କୁ କ୍ଷତିପୂରଣ ଦେବା ପ୍ରକ୍ରିୟା ସରକାର ଆରମ୍ଭ କରିସାରିଛନ୍ତି । ଆସନ୍ତା ୪-୫ ଦିନ ଭିତରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଏହି ସହାୟତା ରାଶି ବଂଟନ କାର୍ଯ୍ୟ ଶେଷ ହେବ ।
Crime
ଆଇସିୟୁରେ ରଖି କରାଯାଉଥିଲା ଚିକିତ୍ସା, ଡାକ୍ତରଖାନା ଛାତରୁ ପଡ଼ି ଚାଲିଗଲା ଜୀବନ
କଡ଼ା ସୁରକ୍ଷା ମଧ୍ୟରେ ରହୁଥିବା ଆଇସିୟୁରୁ ଜଣେ ରୋଗୀ ବାହାରକୁ ଆସିଲେ କେମିତି ?