ଦଣ୍ଡ ମୁକ୍ତ ଅଞ୍ଚଳରେ ଦଣ୍ଡ: ଛାତ୍ରଛାତ୍ରୀଙ୍କୁ ଆଣ୍ଠେଇଲେ ପ୍ରଧାନ ଶିକ୍ଷୟିତ୍ରୀ

ଭଦ୍ରକ (ଓଡ଼ିଶା ରିପୋର୍ଟର):ଦଣ୍ଡ ମୁକ୍ତ ଅଞ୍ଚଳରେ ଦଣ୍ଡ। ସ୍କୁଲ ପରିସରରେ ଛାତ୍ରଛାତ୍ରୀଙ୍କୁ ଆଣ୍ଠେଇଲେ ପ୍ରଧାନ ଶିକ୍ଷୟିତ୍ରୀ । ଭଦ୍ରକ ଧାମନଗର ବ୍ଲକ ପଦ୍ମପୋଖରୀ ପ୍ରାଥମିକ ବିଦ୍ୟାଳୟର ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ଛାତ୍ରୀ ଓ ଦୁଇ ଜଣ ଛାତ୍ର କାନ ଧରି ଆଣ୍ଠେଇ ଥିବା ଦେଖିବାକୁ ମିଳିଛି। ଗତ ଶୁକ୍ରବାର ମଧ୍ୟାହ୍ନ ଭୋଜନ ସମୟରେ କୌଣସି କାରଣକୁ ନେଇ ୩ ଛାତ୍ରଛାତ୍ରୀଙ୍କ ମଧ୍ୟ ଝଗଡା ଲାଗିଥିଲା। ପ୍ରଧାନ ଶିକ୍ଷୟିତ୍ରୀ ଉତ୍‌କ୍ଷିପ୍ତ ହୋଇ […]

5890

5890

Tapas Behera
  • Published: Sunday, 22 December 2019
  • Updated: 22 December 2019, 04:04 PM IST

ଭଦ୍ରକ (ଓଡ଼ିଶା ରିପୋର୍ଟର):ଦଣ୍ଡ ମୁକ୍ତ ଅଞ୍ଚଳରେ ଦଣ୍ଡ। ସ୍କୁଲ ପରିସରରେ ଛାତ୍ରଛାତ୍ରୀଙ୍କୁ ଆଣ୍ଠେଇଲେ ପ୍ରଧାନ ଶିକ୍ଷୟିତ୍ରୀ । ଭଦ୍ରକ ଧାମନଗର ବ୍ଲକ ପଦ୍ମପୋଖରୀ ପ୍ରାଥମିକ ବିଦ୍ୟାଳୟର ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ଛାତ୍ରୀ ଓ ଦୁଇ ଜଣ ଛାତ୍ର କାନ ଧରି ଆଣ୍ଠେଇ ଥିବା ଦେଖିବାକୁ ମିଳିଛି। ଗତ ଶୁକ୍ରବାର ମଧ୍ୟାହ୍ନ ଭୋଜନ ସମୟରେ କୌଣସି କାରଣକୁ ନେଇ ୩ ଛାତ୍ରଛାତ୍ରୀଙ୍କ ମଧ୍ୟ ଝଗଡା ଲାଗିଥିଲା।

ପ୍ରଧାନ ଶିକ୍ଷୟିତ୍ରୀ ଉତ୍‌କ୍ଷିପ୍ତ ହୋଇ ୩ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ପରିସରରେ ଆଣ୍ଠେଇ ଦେଇଥିଲେ। ଯାହାର ଭିଡିଓ ଭାଇରଲ ହେବାରେ ଲାଗିଛି । ଦଣ୍ଡମୁକ୍ତ ଅଞ୍ଚଳରେ ଛୋଟ ଛୋଟ ପିଲାମାନଙ୍କୁ ଏଭଳି ଦଣ୍ଡ ଦେବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ସେପଟେ ଏନେଇ ସଂପୃକ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story