ବସ୍-ଟ୍ରକ୍‌ ମୁହାଁମୁହିଁ ଧକ୍କା

ଆଠଗଡ଼ (ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଆଠଗଡ଼ର ଖୁଣ୍ଟୁଣୀ ବଜାରରେ ଏକ ଯାତ୍ରୀବାହୀ ବସ୍ ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୭ ଜଣ ଆହତ ହୋଇଛନ୍ତି। ପାଞ୍ଚ ଜଣ ଆହତଙ୍କୁ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଉ ଦୁଇ ଜଣ ଗୁରୁତର ଭାବେ ଆହତ ହୋଇଥିବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବସ୍‌ଟି ନୂଆପଡ଼ାରୁ ଭୁବନେଶ୍ୱର ଯାଉଥିବା ବେଳେ ଭୋର୍ ପ୍ରାୟ ୫ଟା ୧୫ ବେଳେ ଏହି ଦୁର୍ଘଟଣା ଘଟିଥିଲା। ପୁଲିସ୍‌ […]

buss

buss

Jitendra Garnayak
  • Published: Friday, 14 December 2018
  • Updated: 14 December 2018, 08:21 AM IST

Sports

Latest News

ଆଠଗଡ଼ (ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଆଠଗଡ଼ର ଖୁଣ୍ଟୁଣୀ ବଜାରରେ ଏକ ଯାତ୍ରୀବାହୀ ବସ୍ ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୭ ଜଣ ଆହତ ହୋଇଛନ୍ତି।

ପାଞ୍ଚ ଜଣ ଆହତଙ୍କୁ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଉ ଦୁଇ ଜଣ ଗୁରୁତର ଭାବେ ଆହତ ହୋଇଥିବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ବସ୍‌ଟି ନୂଆପଡ଼ାରୁ ଭୁବନେଶ୍ୱର ଯାଉଥିବା ବେଳେ ଭୋର୍ ପ୍ରାୟ ୫ଟା ୧୫ ବେଳେ ଏହି ଦୁର୍ଘଟଣା ଘଟିଥିଲା।

ପୁଲିସ୍‌ ଘଟଣାର ତଦନ୍ତ କରୁଛି।

ବସ୍ ଦୁର୍ଘଟଣା ସଂଖ୍ୟା ବଢ଼ି ଚାଲିଛି। ପ୍ରତିଦିନ ରାଜ୍ୟର କେଉଁଠି ନା କେଉଁଠି ବସ୍ ଦୁର୍ଘଟଣା ହେଉଛି। ଗୁରୁବାର ଭୋର୍ ପ୍ରାୟ ୩ଟା ବେଳେ ବୌଦ୍ଧ ଜିଲ୍ଲା ମାଦିଙ୍ଗ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଥିଲେ। ବସ୍‌ଟି ଭୁବନେଶ୍ୱରରୁ ନୂଆପଡ଼ା ଜିଲ୍ଲାର ସିନାପାଲି ଯାଉଥିଲା।

ସେହିଭଳି ବୁଧବାର ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ଖଇରାମୁଣ୍ଡା ଛକ ନିକଟରେ ଏକ ବସ୍ ଓଲଟି ପଡ଼ିଥିଲା। ଏଥିରେ ୧୫ ଜଣ ଆହତ ହୋଇଥିଲେ। ବାଲେଶ୍ୱରରୁ ପିକ୍‌ନିକ୍ ସାରି ଅନୁଗୋଳ ଫେରୁଥିବା ବେଳେ ଭୋର ପ୍ରାୟ ୪ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ବସ୍‌ରେ ପ୍ରାୟ ୪୫ ଜଣ ଯାତ୍ରୀ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story