ଦୁଇ ଟ୍ୟାଙ୍କର ମୁହାଁମୁହିଁ ଧକ୍କା, ଚାଲିଗଲା ଦୁଇ ଜୀବନ

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ବଳଦିଆବନ୍ଧରେ ୫୫ ନମ୍ବର ଜାତୀୟ ରାଜପଥରେ ଆଜି ଦୁଇଟି ଟ୍ୟାଙ୍କର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ଦୁଇ ଟ୍ୟାଙ୍କର ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ହେଲ୍‌ପର ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ଲେଖାଯିବା ସୁଦ୍ଧା ମୃତାହତଙ୍କ ପରିଚୟ ମିଳିପାରି ନାହିଁ। ଗୋବିନ୍ଦପୁର ଫାଣ୍ଡି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ […]

dhenkanal

dhenkanal

Jitendra Garnayak
  • Published: Tuesday, 08 January 2019
  • Updated: 08 January 2019, 11:55 AM IST

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ବଳଦିଆବନ୍ଧରେ ୫୫ ନମ୍ବର ଜାତୀୟ ରାଜପଥରେ ଆଜି ଦୁଇଟି ଟ୍ୟାଙ୍କର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି।

ଦୁଇ ଟ୍ୟାଙ୍କର ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ହେଲ୍‌ପର ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଖବର ଲେଖାଯିବା ସୁଦ୍ଧା ମୃତାହତଙ୍କ ପରିଚୟ ମିଳିପାରି ନାହିଁ। ଗୋବିନ୍ଦପୁର ଫାଣ୍ଡି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସେହିପରି କଟକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ବଇଁଚୁଆ ନିକଟରେ ଆଜି ସକାଳେ ଏକ କଣ୍ଟେନର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। କଣ୍ଟେନରଟି ଏକ ଟ୍ରେଲରକୁ ପଛପଟୁ ଧକ୍କା ଦେଇଥିଲା। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଛନ୍ତି କଣ୍ଟେନର ଡ୍ରାଇଭର ଓ ହେଲ୍‌ପର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story