ଟ୍ରାକ୍ଟର-ବାଇକ୍‌ ମୁହାଁମୁହିଁ ଧକ୍କା; ପ୍ରଧାନଶିକ୍ଷକ ମୃତ

ଜୟପୁର (ଟି.ଗୌରୀଶଙ୍କର): କୋରାପୁଟ ଜିଲ୍ଲା କୋଟପାଡ଼ ଥାନା ଅନ୍ତର୍ଗତ ବାସ୍ତାମ୍ୱା ନିକଟରେ ଏକ ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଚକ୍ରଧର ପାଲ। ସେ ଭନସୁଲି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷକ ଥିଲେ। ଗତକାଲି ରାତି ପ୍ରାୟ ୯ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ସେ ସାଧାରଣତନ୍ତ୍ର ଦିବସ ପାଇଁ ଗିଫ୍ଟ ଏବଂ ଅନ୍ୟାନ୍ୟ ସାମଗ୍ରୀ କିଣିବାକୁ କୋଟପାଡ଼ ଯାଇଥିଲେ। ତେବେ କୋଟପାଡ଼ରୁ ଭନସୁଲିକୁ ଫେରୁଥିବା ବେଳେ […]

accident

accident

Jyoshna Pradhan
  • Published: Sunday, 26 January 2020
  • Updated: 26 January 2020, 09:27 AM IST

Sports

Latest News

ଜୟପୁର (ଟି.ଗୌରୀଶଙ୍କର): କୋରାପୁଟ ଜିଲ୍ଲା କୋଟପାଡ଼ ଥାନା ଅନ୍ତର୍ଗତ ବାସ୍ତାମ୍ୱା ନିକଟରେ ଏକ ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଚକ୍ରଧର ପାଲ। ସେ ଭନସୁଲି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷକ ଥିଲେ।

ଗତକାଲି ରାତି ପ୍ରାୟ ୯ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ସେ ସାଧାରଣତନ୍ତ୍ର ଦିବସ ପାଇଁ ଗିଫ୍ଟ ଏବଂ ଅନ୍ୟାନ୍ୟ ସାମଗ୍ରୀ କିଣିବାକୁ କୋଟପାଡ଼ ଯାଇଥିଲେ। ତେବେ କୋଟପାଡ଼ରୁ ଭନସୁଲିକୁ ଫେରୁଥିବା ବେଳେ ବାସ୍ତାମ୍ୱା ନିକଟରେ ଏକ ଟ୍ରାକ୍ଟର ସହ ତାଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story