ବାଙ୍କୀ(ସଞ୍ଜୀପ କୁମାର ନାୟକ): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ପ୍ରଧାନ ଶିକ୍ଷୟିତ୍ରୀ। ଏକ ସାର୍ଟିଫିକେଟ ଦେବା ପାଇଁ ଲାଞ୍ଚ ନେଉଥିବାବେଳେ ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଭିଜିଲାନ୍ସ ଧରିଛି।
ପ୍ରଧାନ ଶିକ୍ଷୟିତ୍ରୀ ଜଣକ ହେଲେ କଟକ ବାଙ୍କୀ ଥାନା ଅନ୍ତର୍ଗତ ତୁଳସୀପୁର ରଗଣି ସାହି ପ୍ରାଥମିକ ବିଦ୍ୟାଳୟର ରଶ୍ମୀପ୍ରଭା ଶତପଥୀ।
ସାର୍ଟିଫିକେଟ୍ ଦେବା ପାଇଁ ଜଣେ ବ୍ୟକ୍ତିଙ୍କ ନିକଟରୁ ସେ ୨ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ଭିଜିଲାନ୍ସ ତାଙ୍କୁ ଧରିଥିଲା। ଖୋର୍ଦ୍ଧା ଭିଜିଲାନ୍ସ ପକ୍ଷରୁ ରଶ୍ମୀପ୍ରଭାଙ୍କ ବାଙ୍କୀ ସ୍ଥିତ ବାସଭବନରେ ଚଢ଼ଉ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବ୍ୟାଙ୍କରୁ ଫେରୁଥିଲେ ଅବସରପ୍ରାପ୍ତ ପୁଲିସ କର୍ମଚାରୀ, ୫ ଲକ୍ଷ ଟଙ୍କା ଝାମ୍ପି ନେଲେ ଦୁଇ ଲୁଟେରା
ସୁଶୀଲ ମାଝୀଙ୍କ ଅଭିଯୋଗ ଆଧାରରେ ପୁଲିସ ମାମଲା ରୁଜୁ କରି ତଦନ୍ତ କରୁଛି।
Miscellaneous
କୁମ୍ଭମେଳା ପାଇଁ ଓଡ଼ିଶାରୁ ଗଡ଼ିବ ବସ୍; ମହିଳାଙ୍କ ପାଇଁ ୫୦% ରିହାତି
ମହିଳାଙ୍କ ପାଇଁ ୫୦% ରିହାତି ବ୍ୟବସ୍ଥା ରହିଛି। ରହିବା, ଖାଇବାର ବ୍ୟବସ୍ଥା କରିବ OSRTC। ପୁରୀ, ସମ୍ବଲପୁର, ଭବାନୀପାଟଣା ଓ ବ୍ରହ୍ମପୁରରୁ ବସ୍ ଗୁଡ଼ିକ ଅଯୋଧ୍ୟା ଯିବ ବୋଲି OSRTC ଅତିରିକ୍ତ ସଚିବ କହିଛନ୍ତି।
Crime
Z1ରେ ରହିଛି ହଂସିକାଙ୍କ ୩ଟି ଫ୍ଲାଟ୍; IT ଓ ପୁଲିସ୍ ଚଢ଼ଉ
ଠକେଇ ରାଣୀ ହଂସିକା ଅଭିଲିପ୍ସା ଓ ତାଙ୍କ ସ୍ୱାମୀ ଅନୀଲ ମହାନ୍ତିଙ୍କ ପେଡି ଖୋଲିବା ପାଇଁ ଉଭୟଙ୍କୁ ରିମାଣ୍ଡରେ ଆଣିଥିଲା ଆୟକର ବିଭାଗ(IT) ଓ କମିସନରେଟ୍ ପୁଲିସ୍।। କୋର୍ଟଙ୍କ ଅନୁମତି ପରେ ଉଭୟଙ୍କୁ ଜେରା ପାଇଁ ଆଣିଥିଲେ।
Guest Column
ଆର୍ଥିକ ଓ ସାମାଜିକ ସ୍ଥିତି ଆଧାରରେ ଶିକ୍ଷାସେବା ଜରୁରୀ
ଓଡ଼ିଶାରେ ମାଧ୍ୟମିକ ସ୍ତରରେ ପାଠ ଛାଡ଼ି ଦେଉଥିବା ଛାତ୍ରଛାତ୍ରୀଙ୍କ ସଂଖ୍ୟା ଅନ୍ୟ ରାଜ୍ୟମାନଙ୍କ ତୁଳନାରେ ଅଧିକ ରହୁଛି। ପ୍ରାୟ ୨୭.୩ ଭାଗ ଛାତ୍ରଛାତ୍ରୀ ମାଧ୍ୟମିକ ସ୍ତରରେ ପାଠପଢ଼ା ଛାଡ଼ି ଚାଲିଯାଉଛନ୍ତି। ରାଜ୍ୟରେ ପୂର୍ବତନ ସରକାର ନିର୍ବାଚନ ଆସିବା ପୂର୍ବରୁ ଏପରି ପ୍ରକ୍ରିୟାକୁ ବନ୍ଦ କରିବା ପାଇଁ ନବମ, ଦଶମ, ଏକାଦଶ ପିଲାମାନଙ୍କ ପାଇଁ ମାସିକ ଆର୍ଥିକ ସହାୟତା ଘୋଷଣା କରିଥିଲେ। ଏହା ନିର୍ବାଚନ ଉଦ୍ଦେଶ୍ୟରେ କରାଯାଇଥିବା ସେତେବେଳେ ସମସ୍ତେ ଉପଲବ୍ଧି କରିଥିଲେ।
Crime
ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିବାଦ କରିବାରୁ ଛୁରା ମାଡ଼
ନାବାଳିକାଜଣକ ପ୍ରତିବାଦ କରିବାରୁ ଯୁବକ ପାଲଟିଗଲେ ପିଶାଚ। ରକ୍ତମୁଖା ପାଲଟି ଏକ ଛୁରୀରେ ନାବାଳିକାଙ୍କୁ ଏକାଧିକ ଥର କଲେ ଛୁରା ମାଡ଼ ।