୨ ବର୍ଷରେ ୮୦ଟି ଗାଡ଼ି କିଣିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ଓ ତାଙ୍କ ମନ୍ତ୍ରୀମାନେ ଦେଇଛନ୍ତି ସେମାନଙ୍କ ସମ୍ପତ୍ତିର ତାଲିକା। ସିଏମ୍‌ଓ ୱେବ୍‌ସାଇଟ୍‌ ପ୍ରକାଶ ପାଇଛି ସେମାନଙ୍କ ସଂପତ୍ତିର ତାଲିକା। ୨୦୨୦ ମାର୍ଚ୍ଚ ମାସ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନିଜ ସଂପତ୍ତିର ତାଲିକା ଦେଇଛନ୍ତି। ତାଙ୍କର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ମୂଲ୍ୟ ମିଶି ୬୪ କୋଟି ୯୮ ଲକ୍ଷ ୧୯ ହଜାର ୭୬୪ ଟଙ୍କା। ଅନ୍ୟ ମନ୍ତ୍ରୀଙ୍କ ଭଳି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ମଧ୍ୟ ତାଙ୍କ ସଂପତ୍ତିର ତାଲିକା ଦେଇଛନ୍ତି। ଏହି […]

naba1

naba1

Jitendra Garnayak
  • Published: Sunday, 10 January 2021
  • Updated: 11 January 2021, 01:27 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ଓ ତାଙ୍କ ମନ୍ତ୍ରୀମାନେ ଦେଇଛନ୍ତି ସେମାନଙ୍କ ସମ୍ପତ୍ତିର ତାଲିକା। ସିଏମ୍‌ଓ ୱେବ୍‌ସାଇଟ୍‌ ପ୍ରକାଶ ପାଇଛି ସେମାନଙ୍କ ସଂପତ୍ତିର ତାଲିକା। ୨୦୨୦ ମାର୍ଚ୍ଚ ମାସ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନିଜ ସଂପତ୍ତିର ତାଲିକା ଦେଇଛନ୍ତି। ତାଙ୍କର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ମୂଲ୍ୟ ମିଶି ୬୪ କୋଟି ୯୮ ଲକ୍ଷ ୧୯ ହଜାର ୭୬୪ ଟଙ୍କା।

ଅନ୍ୟ ମନ୍ତ୍ରୀଙ୍କ ଭଳି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ମଧ୍ୟ ତାଙ୍କ ସଂପତ୍ତିର ତାଲିକା ଦେଇଛନ୍ତି। ଏହି ସୂଚନା ଅନୁଯାୟୀ, ୨ ବର୍ଷରେ ସେ କିଣିଛନ୍ତି ୮୦ଟି ଗାଡ଼ି। ୨୦୧୮ରୁ ୨୦୨୦ ମଧ୍ୟରେ ସେ ଏହି ସବୁ ଗାଡ଼ି କିଣିଛନ୍ତି। ଏହା ମଧ୍ୟରେ ରହିଛି ଗୋଟିଏ ସୌଖୀନ ମର୍ସିଡିସ୍ ବେଞ୍ଜ୍ କାର୍। ଏହି ମର୍ସିଡିସ୍ ବେଞ୍ଜ କାର୍‌ର ମୂଲ୍ୟ ୧ କୋଟି ୯୬ ଲକ୍ଷ ଟଙ୍କା। ଅନ୍ୟ ଗାଡ଼ିମାନଙ୍କ ଭିତରେ ରହିଛି ଅନେକ ଟ୍ରକ ଓ ବାଣିଜ୍ୟିକ ଗାଡ଼ି।

ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପତ୍ତିର ମୂଲ୍ୟ ୧୦ କୋଟି ୩୫ ଲକ୍ଷ ୨୯ ହଜାର ୯୧୧ ଟଙ୍କା। ସେହିପରି ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ସଂପତ୍ତିର ମୂଲ୍ୟ ୮ କୋଟି ୩୪ ଲକ୍ଷ ୪୮ ହଜାର ୯୯୪ ଟଙ୍କା।

ଆଉ କେଉଁ ମନ୍ତ୍ରୀଙ୍କର କେତେ ସଂପତ୍ତି ଅଛି ଜାଣନ୍ତୁ।

ତୁଷାରକାନ୍ତି ବେହେରା– ୩୨ ଲକ୍ଷ ୩୩ ହଜାର ୪୭୧ ଟଙ୍କା
ସୁଶାନ୍ତ ସିଂହ- ୪ କୋଟି ୯୩ ଲକ୍ଷ ୯୪ ହଜାର ୬୪୪ ଟଙ୍କା
ସୁଦାମ ମାର୍ଣ୍ଡି– ୨ କୋଟି ୬୧ ଲକ୍ଷ ୧୮ ହଜାର ୨୬ ଟଙ୍କା
ବିକ୍ରମ ଆରୁଖ- ୪ କୋଟି ୭୮ ଲକ୍ଷ ୪୭ ହଜାର ୪୭୧ଟଙ୍କା
ଦିବ୍ୟଶଙ୍କର ମିଶ୍ର– ୭ କୋଟି ୩୧ ଲକ୍ଷ ୭୬ ହଜାର ୪୦୮ ଟଙ୍କା
ନିରଞ୍ଜନ ପୂଜାରୀ- ୪ କୋଟି ୩୪ ଲକ୍ଷ ୬୫ ହଜାର ୩୦୮ଟଙ୍କା
ସମୀର ଦାଶ- ୨ କୋଟି ୨୩ ଲକ୍ଷ ୭୫, ୭୬୧ ଟଙ୍କା
ପ୍ରଫୁଲ୍ଲ ମଲ୍ଲିକ- ୩୯ ଲକ୍ଷ ୨୮, ୮୩୧ ଟଙ୍କା

ଅଧିକ ପଢ଼ନ୍ତୁ : କୁକୁଡ଼ା ଛୁରା ମାଡ଼ରେ ଯୁବକ ଗୁରୁତର

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story