ବଂଶଧାରା ନଦୀ ଜଳ ବିବାଦ ମାମଲାର ଶୁଣାଣି କରିଛନ୍ତି ଟ୍ରିବ୍ୟୁନାଲ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଂଶଧାରା ନଦୀ ଜଳ ବିବାଦ ମାମଲାର ଶୁଣାଣି କରିଛନ୍ତି ଟ୍ରିବ୍ୟୁନାଲ୍‌। ଶୁଣାଣି ବେଳେ ଉଭୟ ପକ୍ଷଙ୍କ ଓକିଲ ନିଜର ପକ୍ଷ ରଖିଛନ୍ତି। ଆଲୋଚନା ମାଧ୍ୟମରେ ମାମଲାର ସମାଧାନ ପାଇଁ ଟ୍ରିବ୍ୟୁନାଲ୍‌ ପ୍ରସ୍ତାବ ଦେଇଥିଲେ। ଜାନୁଆରୀ ୨୮ ତାରିଖରେ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାର ବୈଷୟିକ ଟିମ୍‌ ମଧ୍ୟରେ ବୈଠକ ହୋଇଥିଲା। ଏଥିରେ ଜଳ ବଣ୍ଟନ ଓ ବିବାଦ ନେଇ ବିଭିନ୍ନ ଦିଗରେ ଆଲୋଚନା ହୋଇଥିଲା। ହେଲେ ସେଥିରେ କୌଣସି ନିଷ୍କର୍ଷ ବାହାରି ପାରିନଥିଲା ବୋଲି […]

HEARING-OVER-VANSADHARA-RIVER-WATER-DISPUTE-BEGINS-IN-TRIBUNAL

Manoranjan Sial
  • Published: Tuesday, 05 March 2019
  • , Updated: 05 March 2019, 05:06 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଂଶଧାରା ନଦୀ ଜଳ ବିବାଦ ମାମଲାର ଶୁଣାଣି କରିଛନ୍ତି ଟ୍ରିବ୍ୟୁନାଲ୍‌। ଶୁଣାଣି ବେଳେ ଉଭୟ ପକ୍ଷଙ୍କ ଓକିଲ ନିଜର ପକ୍ଷ ରଖିଛନ୍ତି। ଆଲୋଚନା ମାଧ୍ୟମରେ ମାମଲାର ସମାଧାନ ପାଇଁ ଟ୍ରିବ୍ୟୁନାଲ୍‌ ପ୍ରସ୍ତାବ ଦେଇଥିଲେ।

ଜାନୁଆରୀ ୨୮ ତାରିଖରେ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାର ବୈଷୟିକ ଟିମ୍‌ ମଧ୍ୟରେ ବୈଠକ ହୋଇଥିଲା। ଏଥିରେ ଜଳ ବଣ୍ଟନ ଓ ବିବାଦ ନେଇ ବିଭିନ୍ନ ଦିଗରେ ଆଲୋଚନା ହୋଇଥିଲା। ହେଲେ ସେଥିରେ କୌଣସି ନିଷ୍କର୍ଷ ବାହାରି ପାରିନଥିଲା ବୋଲି ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଆଇନ୍‌ଜୀବୀ ଓ୍ୱାଇ. ରାଜଗୋପାଳ ଟ୍ରିବ୍ୟୁନାଲଙ୍କୁ ଜଣାଇଛନ୍ତି। ତେବେ ଆସନ୍ତାକାଲି ପୁଣି ମାମଲାର ଶୁଣାଣି ହେବ।

Related story