ଜଳୁଛି ସାରା ରାଜ୍ୟ: ଆଭ୍ୟନ୍ତରୀଣ ଓଡ଼ିଶାରେ ବଢ଼ିବ ତାତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଭୟଙ୍କର ତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ସକାଳ ୮ଟାରୁ ଖରାର ପ୍ରକୋପ ଆରମ୍ଭ ହୋଇଯାଉଛି। ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ଗରମ ସହ ଗୁଳୁଗୁଳି ଅନୁଭୂତ ହେଉଛି। ବିଭିନ୍ନ ଜିଲ୍ଲାରେ ଦ୍ୱିପ୍ରହର ସମୟରେ ବିଦ୍ୟୁତ୍‌ କାଟ ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଶେଷଜ୍ଞ ଅଜୟ ପାତ୍ର କହିଛନ୍ତି,“ଆସନ୍ତା ଦୁଇ ଦିନ ଯାଏ ତାତି […]

sun

sun

Jyoshna Pradhan
  • Published: Thursday, 30 May 2019
  • Updated: 30 May 2019, 11:08 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଭୟଙ୍କର ତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ସକାଳ ୮ଟାରୁ ଖରାର ପ୍ରକୋପ ଆରମ୍ଭ ହୋଇଯାଉଛି।

ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ଗରମ ସହ ଗୁଳୁଗୁଳି ଅନୁଭୂତ ହେଉଛି। ବିଭିନ୍ନ ଜିଲ୍ଲାରେ ଦ୍ୱିପ୍ରହର ସମୟରେ ବିଦ୍ୟୁତ୍‌ କାଟ ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି।

ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଶେଷଜ୍ଞ ଅଜୟ ପାତ୍ର କହିଛନ୍ତି,“ଆସନ୍ତା ଦୁଇ ଦିନ ଯାଏ ତାତି ଲାଗି ରହିବ। ହେଲେ ଆଭ୍ୟନ୍ତରୀଣ ଓଡ଼ିଶାରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢ଼ିବ।”

ଅନ୍ୟପକ୍ଷରେ ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ନୂଆପଡ଼ା ଓ କୋମନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ଓ ବଜ୍ରାଘାତ ହୋଇଥିଲା। ବଜ୍ରାଘାତରେ ନୂଆପଡ଼ା ଥାନା ଅନ୍ତର୍ଗତ ଭାଜିପଲା ଗାଁର ଭୂପତ ଶବରଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।weather

ସେହପରି ସ୍ଥାନୀୟ ତରବୋଡ଼ ଗାଁର ଅନେକ ଲୋକଙ୍କ ଘରର ଛାତ ଉଡ଼ି ଯାଇଛି। ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକରେ କାଳବୈଶାଖୀ ତାଣ୍ଡବ ରଚିଛି। ବୋତଲଗା ଗାଁର ବହୁ ଆଜବେଷ୍ଟସ୍, ଚାଳ ଛପର ଉଡିଯାଇଛି। ବିଦ୍ୟତ୍ ସଂଯୋଗ ବିଚ୍ଛିନ୍ନ ହୋଇଛି। ଘରଦ୍ୱାର ଭାଙ୍ଗିଯାଇଥିବାରୁ ଲୋକେ ଛୁଆ ପିଲା ଧରି ଖୋଲା ଆକାଶ ତଳେ ପଡିରହିଛନ୍ତି।

ନୟାଗଡ଼ ଜିଲ୍ଲା ଦଶପଲ୍ଲାରେ ବଡ଼ ବଡ଼ ଗଛ ଉପୁଡି ଯାଇଛି। ଖୁବ୍ ଜୋରରେ ପବନ ସହ ବର୍ଷା ହେବାରୁ ବହୁ ବିଦ୍ୟୁତ ତାର ଛିଡ଼ି ଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story