ସିଝିଲା ପଶ୍ଚିମ: ଟିଟିଲାଗଡ଼ରେ ୪୩.୮ ଡିଗ୍ରୀ

Heat wave continue in western odisha

rnn

rnn

Jyoshna Pradhan
  • Published: Sunday, 02 June 2019
  • Updated: 02 June 2019, 08:36 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଗ୍ନିବର୍ଷା ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ଆଜି ମୋଟ ୧୦ଟିରୁ ପଶ୍ଚିମ ଓଡ଼ିଶାର ୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା।  ୪୩.୮ ଡିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ହୋଇଛି।

ସେହିପରି  ଭବାନୀପାଟଣା ଓ ବଲାଙ୍ଗିରରେ ୪୩ ଡିଗ୍ରୀ, ସମ୍ବଲପୁର ୪୨.୯, ତାଳଚେର ଓ ମାଲକାନଗିରି ୪୨.୪, ହୀରାକୁଦ ୪୨.୧, ଅନୁଗୁଳ ୪୧.୧, ସୋନପୁର ୪୧ ଓ ଝାରସୁଗୁଡ଼ାରେ ୪୦.୪ ଡିଗ୍ରୀ ସେଲସିୟସ ରେକର୍ଡ଼ କରାଯାଇଛି।

ତେବେ କାଳବୈଶାଖୀ ବର୍ଷା ଯୋଗୁ ଉପକୂଳ ଓଡ଼ିଶାରେ ତାପମାତ୍ରା ହ୍ରାସ ପାଇଛି। ଭୁବନେଶ୍ୱର ୩୬ ଡିଗ୍ରୀ ଏବଂ କଟକରେ ୩୫.୬ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ଼ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story