ଆଗକୁ ଆହୁରି ଜାଳିବ

ଆଗକୁ ଆସୁଛି ଡହଡହ ତାତି। ଦିନକ ପରେ ଅସହ୍ୟ ତାତିରେ ସିଝିବ ଓଡିଶା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ୧୩, ୧୪ ଓ ୧୫ ତିନି ଦିନ ପାଇଁ କିଛି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

Manoj Swain
  • Published: Tuesday, 11 April 2023
  • Updated: 11 April 2023, 06:49 PM IST

Sports

Latest News

ଆଗକୁ ଆସୁଛି ଡହଡହ ତାତି। ୪୦ ଡିଗ୍ରୀ ଟପିଲା ରାଜଧାନୀ ତାପମାତ୍ରା। ଦିନକ ପରେ ଅସହ୍ୟ ତାତିରେ ସିଝିବ ଓଡିଶା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ୧୩, ୧୪ ଓ ୧୫ ତିନି ଦିନ ପାଇଁ କିଛି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ। ଆଗାମୀ ୪ ଦିନ ମଧ୍ୟରେ ଦିନ ତାପମାତ୍ରା ୩ରୁ୪ ଡିଗ୍ରୀ ବୃଦ୍ଧି ସମ୍ଭାବନା ରହିଛି। ରାଜ୍ୟରେ ଲାଗିରହିଥିବା ଗ୍ରିଷ୍ମ ପ୍ରବାହକୁ ନେଇ କ’ଣ କହୁଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos