ଆଗକୁ ଆହୁରି ଜାଳିବ | Odisha Reporter
Advertisment
ଆଗକୁ ଆସୁଛି ଡହଡହ ତାତି। ୪୦ ଡିଗ୍ରୀ ଟପିଲା ରାଜଧାନୀ ତାପମାତ୍ରା। ଦିନକ ପରେ ଅସହ୍ୟ ତାତିରେ ସିଝିବ ଓଡିଶା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ୧୩, ୧୪ ଓ ୧୫ ତିନି ଦିନ ପାଇଁ କିଛି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ। ଆଗାମୀ ୪ ଦିନ ମଧ୍ୟରେ ଦିନ ତାପମାତ୍ରା ୩ରୁ୪ ଡିଗ୍ରୀ ବୃଦ୍ଧି ସମ୍ଭାବନା ରହିଛି। ରାଜ୍ୟରେ ଲାଗିରହିଥିବା ଗ୍ରିଷ୍ମ ପ୍ରବାହକୁ ନେଇ କ’ଣ କହୁଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us