୧୦ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ, ଟିଟିଲାଗଡ଼ରେ ସର୍ବାଧିକ ୪୫.୫ ଡିଗ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗତକାଲି ୯ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଆଜି ୧୦ଟି ସହରର ତାପାମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ତତଲାଗଡ଼ ଭାବେ ପରିଚିତ ବଲାଙ୍ଗିର ଜିଲ୍ଲାର ଟିଟିଲାଗଡ଼ରେ ତାପମାତ୍ରା ସର୍ବାଧିକ ୪୫.୫ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ବଲାଙ୍ଗିରରେ ୪୪.୬ ଡିଗ୍ରୀ, ସୋନପୁରରେ ୪୪, ସମ୍ବଲପୁରରେ ୪୩.୩, ଝାରସୁଗୁଡ଼ାରେ ୪୩.୨, ହୀରାକୁଦରେ ୪୨.୪, ଅନୁଗୋଳରେ ୪୧.୭, ସୁନ୍ଦରଗଡ଼ରେ ୪୧.୫, ତାଳଚେର […]

heat-wave

heat-wave

Manoranjan Sial
  • Published: Friday, 17 May 2019
  • Updated: 17 May 2019, 07:28 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗତକାଲି ୯ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଆଜି ୧୦ଟି ସହରର ତାପାମାତ୍ରା ୪୦ ଡିଗ୍ରୀ ଉପରେ ରହିଛି।

ତତଲାଗଡ଼ ଭାବେ ପରିଚିତ ବଲାଙ୍ଗିର ଜିଲ୍ଲାର ଟିଟିଲାଗଡ଼ରେ ତାପମାତ୍ରା ସର୍ବାଧିକ ୪୫.୫ ଡିଗ୍ରୀ ରେକର୍ଡ କରାଯାଇଛି।

ସେହିପରି ବଲାଙ୍ଗିରରେ ୪୪.୬ ଡିଗ୍ରୀ, ସୋନପୁରରେ ୪୪, ସମ୍ବଲପୁରରେ ୪୩.୩, ଝାରସୁଗୁଡ଼ାରେ ୪୩.୨, ହୀରାକୁଦରେ ୪୨.୪, ଅନୁଗୋଳରେ ୪୧.୭, ସୁନ୍ଦରଗଡ଼ରେ ୪୧.୫, ତାଳଚେର ଓ ମାଲକାନଗିରିରେ ୪୦ ଡିଗ୍ରୀ ରେକର୍ଡ କରାଯାଇଛି।

ଭୁବନେଶ୍ୱର ଓ କଟକରେ ତାପମାତ୍ରା ଯଥାକ୍ରମେ ୩୭.୪ ଓ କଟକ ୩୭ ଡିଗ୍ରୀ ସେଲସିୟସ୍ ରହିଥିଲା।

ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଅଂଶୁଘାତରେ ୫ ଜଣଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ଆସିଛି। ପୁରୀ, ବଲାଙ୍ଗିର, କେନ୍ଦୁଝର, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାରୁ ଏହି ଅଭିଯୋଗ ଆସିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story