୮ରୁ ୧୦ ଯାଏଁ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୮ରୁ ୧୦ ତାରିଖ ଯାଏଁ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ୮ ତାରିଖରେ ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଓ ୯ ତାରିଖରେ ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ନୂଆପଡା ଏବଂ ୧୦ ତାରିଖରେ ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ୮ ରୁ ୧୦ ତାରିଖ […]

heat

heat

Manoranjan Sial
  • Published: Tuesday, 07 June 2022
  • Updated: 07 June 2022, 05:38 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୮ରୁ ୧୦ ତାରିଖ ଯାଏଁ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ୮ ତାରିଖରେ ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଓ ୯ ତାରିଖରେ ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ନୂଆପଡା ଏବଂ ୧୦ ତାରିଖରେ ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

https://twitter.com/mcbbsr/status/1534124219797508096?s=20&t=esMnwU6OcqH9_kVJgt2ZjQ

ଅନ୍ୟପକ୍ଷରେ ଆସନ୍ତାକାଲି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବଜ୍ରପାତ ସହ ଘଡଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1534119857536454656?s=20&t=esMnwU6OcqH9_kVJgt2ZjQ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story