ବଢ଼ୁଛି ତାପମାତ୍ରା; ୧୫ ଓ ୧୬ରେ ଗ୍ରୀଷ୍ମପ୍ରବାହ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଢୁଛି ତାତି …। ସମଗ୍ର ରାଜ୍ୟର କେତେକ ଜିଲ୍ଲାରେ ଦିନର ତାପମାତ୍ର ଦୁଇରୁ ତିନି ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ତେବେ ୧୫ ଓ ୧୬ ତାରିଖରେ କେତେକ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। #Warning for Day-4 & Day-5Day-1 to Day-3: Nil pic.twitter.com/V8lqcG8dl1 — Meteorological Centre, Bhubaneswar (@mcbbsr) March 12, 2022 […]

heat-weave

heat-weave

Manoranjan Sial
  • Published: Saturday, 12 March 2022
  • Updated: 12 March 2022, 07:43 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଢୁଛି ତାତି ...। ସମଗ୍ର ରାଜ୍ୟର କେତେକ ଜିଲ୍ଲାରେ ଦିନର ତାପମାତ୍ର ଦୁଇରୁ ତିନି ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ତେବେ ୧୫ ଓ ୧୬ ତାରିଖରେ କେତେକ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

https://twitter.com/mcbbsr/status/1502540983531016193?s=20&t=sWCwmH-0wvSHHPLyhVvwUw

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ଆଗାମୀ ୩ରୁ ୪ ଦିନ ଯାଏଁ ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶା ମଧ୍ୟକୁ ଶୁଷ୍କ ଓ ଉତ୍ତପ୍ତ ବାୟୁ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ଦୁଇ ତିନି ଦିନ ଯାଏଁ ରାଜ୍ୟର ଦିନର ତାପମାତ୍ରାରେ ୨ରୁ ୩ ଡିଗ୍ରୀ ବୃଦ୍ଧି ଘଟିବାର ସମ୍ଭାବନା ରହିଛି। ତେବେ ୧୫ ଓ ୧୬ ତାରିଖରେ କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସୃଷ୍ଟି ହେବାର ସମ୍ଭାବନା ରହିଛି। ୧୫ ତାରିଖରେ ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୋଳ ଜିଲ୍ଲାରେ ସ୍ୱାଭାବିକ ତାପମାତ୍ରଠାରୁ ୪.୫ ଡିଗ୍ରୀ ଯାଏଁ ବୃଦ୍ଧି ଘଟିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଠିକ୍‌ ସେହିପରି ୧୬ ତାରିଖରେ ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ମଧ୍ୟ ଦିନର ତାପମାତ୍ର ବୃଦ୍ଧି ପାଇବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ପାଣିପାଗ ବିଜ୍ଞାନୀ ଶ୍ରୀ ଦାସ କହିଛନ୍ତି।

https://twitter.com/mcbbsr/status/1502521970482892802?s=20&t=sWCwmH-0wvSHHPLyhVvwUw

ସେ ଆହୁରି କହିଛନ୍ତି, ଗତ ୨୪ ଘଣ୍ଟାରେ ମୁଖ୍ୟତଃ ପାଗ ଶୁଖିଲା ଥିଲା। ଆଭ୍ୟନ୍ତରିଣ ଓଡ଼ିଶାରେ କେତେକ ସ୍ଥାନରେ ୩୭ ଡିଗ୍ରୀ କିମ୍ୱା ତା’ଠାରୁ ଅଧିକ ତାପମାତ୍ର ରେକର୍ଡ କରାଯାଇଛି। ସର୍ବୋଚ ଦିନର ତାପମାତ୍ରା ବୌଦ୍ଧଠାରେ ରେକର୍ଡ କରାଯାଇଛି ବୋଲି ଶ୍ରୀ ଦାସ କହିଛନ୍ତି।

https://youtu.be/uCVMX5TKuiQ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story