ଆକାଶରୁ ଖସୁଛି ଅଗ୍ନି ପିଣ୍ଡୁଳା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅସମ୍ଭାଳ ଗ୍ରୀଷ୍ମ ପ୍ରବାହ। ସତେ ଯେମିତି ଆକାଶରୁ ନିଆଁ ବର୍ଷୁଛି । ତାତି ସାଙ୍ଗକୁ ଝାଂଜିମାଡ଼ କଲବଲ କରିପକାଉଛି। ଗତକିଛି ଦିନ ହେଲା ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହୁଛି । ପାଣିପାଗ ବିଭାଗ କହୁଛି, ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ପାଇବା ମୁସ୍କିଲ୍ । ଏପଟେ ୮ଟି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ । ଏଭଳି ସ୍ଥିତିରେ ଏବେ ସମସ୍ତଙ୍କ […]

gko

gko

Tapas Behera
  • Published: Sunday, 19 May 2019
  • Updated: 19 May 2019, 10:06 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅସମ୍ଭାଳ ଗ୍ରୀଷ୍ମ ପ୍ରବାହ। ସତେ ଯେମିତି ଆକାଶରୁ ନିଆଁ ବର୍ଷୁଛି । ତାତି ସାଙ୍ଗକୁ ଝାଂଜିମାଡ଼ କଲବଲ କରିପକାଉଛି। ଗତକିଛି ଦିନ ହେଲା ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହୁଛି । ପାଣିପାଗ ବିଭାଗ କହୁଛି, ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ପାଇବା ମୁସ୍କିଲ୍ । ଏପଟେ ୮ଟି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ । ଏଭଳି ସ୍ଥିତିରେ ଏବେ ସମସ୍ତଙ୍କ ଅପେକ୍ଷା ମୌସୁମୀର ଆଗମନକୁ ।

ପାଣିପାଗ ବିଭାଗର ଆକଳନ କହୁଛି, ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବା ସମ୍ଭାବନା ନାହିଁ । ଆଗକୁ ତାତି ଆହୁରି ବଢ଼ିବାର ଆଶଙ୍କା ଥିବାବେଳେ ୮ଟି ଜିଲ୍ଲା ବଲାଙ୍ଗିର, ସୁବର୍ଣ୍ଣପୁର, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଝାରସୁଗୁଡ଼ା ପାଇଁ ଜାରି ହୋଇଛି ୟେଲୋ ୱାଣ୍ଣିଂ।

ଏସବୁ ସ୍ଥାନରେ ଅସମ୍ଭାଳ ତାତି ସାଙ୍ଗକୁ ଝାଂଜି ପବନ ମାଡ଼ ହେବ। ତେବେ ୩ ଦିନ ପରେ ପାଣିପାଗରେ ସାମାନ୍ୟ ସୁଧାର ଆସିବାର ସମ୍ଭାବନା ରହିଛି ।

ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଗତକାଲିଠାରୁ ଆଣ୍ଡାମାନ ଛୁଇଁ ସାରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଜୁନ୍ ୬ ସୁଦ୍ଧା କେରଳକୁ ଭିଜାଇବା ପରେ ଏହାର ପ୍ରାୟ ୮ଦିନ ପରେ ୧୪ କିମ୍ବା ୧୫ରେ ଓଡ଼ିଶାରେ ମୌସୁମୀ ପ୍ରବେଶ କରିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story