ରାଜଧାନୀରେ ବଢ଼ୁଛି ତାତି

Ordigital Desk
  • Published: Wednesday, 21 March 2018
  • , Updated: 21 March 2018, 09:04 AM IST
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବିଭିନ୍ନ ସ୍ଥାନରେ ଧିରେ ଧିରେ ତାପମାତ୍ରା ବଢିବାରେ ଲାଗିଛି।&nbsp; ଅଧିକାଂଶ ସ୍ଥାନରେ ୩୫ଡିଗ୍ରୀ ଉପରେ ତାପମାତ୍ରା ରହୁଛି। ଗତକାଲି ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୯.୮ ରେକର୍ଡ କରାଯାଇଛି। ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ। ଆସନ୍ତା ୨୩ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝରରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ସ୍ଥାନରେ ମୁଖ୍ୟତଃ ପାଗ ଶୁଖିଲା ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।</p>

Related story