୪୩ ଡିଗ୍ରୀ ଉପରେ ୫ ସହର, ଟିଟିଲାଗଡ଼ରେ ୪୪.୨

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଟପିଛି। ୪୪.୨ ଡିଗ୍ରୀ ସହ ଟିଟିଲାଗଡ଼ ପୁଣିଥରେ ସର୍ବାଧିକ ଉତ୍ତପ୍ତ ସହର ହୋଇଛି। ଆଜି ସମ୍ବଲପୁରରେ ତାପମାତ୍ରା ୪୩.୯ ଡିଗ୍ରୀ, ହୀରାକୁଦରେ ୪୩.୮ ଡିଗ୍ରୀ, ତାଳଚେରରେ ୪୩.୭ ଡିଗ୍ରୀ, ଝାରସୁଗୁଡ଼ାରେ ୪୩.୫ ଡିଗ୍ରୀ, ସୋନପୁରରେ ୪୩.୨ ଡିଗ୍ରୀ ସେଲସିଅସ ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗିରରେ ତାପମାତ୍ରା ୪୨.୭ ଡିଗ୍ରୀ, ଭବାନୀପାଟଣାରେ ୪୧.୫ ଡିଗ୍ରୀ, ମାଲକାନଗିରିରେ ୪୧ ଡିଗ୍ରୀ, ସୁନ୍ଦରଗଡ଼ରେ ୪୦ ଡିଗ୍ରୀ ରହିଛି। ଆଜି […]

heat-wave-

heat-wave-

Manoranjan Sial
  • Published: Friday, 24 May 2019
  • Updated: 24 May 2019, 07:50 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଟପିଛି। ୪୪.୨ ଡିଗ୍ରୀ ସହ ଟିଟିଲାଗଡ଼ ପୁଣିଥରେ ସର୍ବାଧିକ ଉତ୍ତପ୍ତ ସହର ହୋଇଛି।

ଆଜି ସମ୍ବଲପୁରରେ ତାପମାତ୍ରା ୪୩.୯ ଡିଗ୍ରୀ, ହୀରାକୁଦରେ ୪୩.୮ ଡିଗ୍ରୀ, ତାଳଚେରରେ ୪୩.୭ ଡିଗ୍ରୀ, ଝାରସୁଗୁଡ଼ାରେ ୪୩.୫ ଡିଗ୍ରୀ, ସୋନପୁରରେ ୪୩.୨ ଡିଗ୍ରୀ ସେଲସିଅସ ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗିରରେ ତାପମାତ୍ରା ୪୨.୭ ଡିଗ୍ରୀ, ଭବାନୀପାଟଣାରେ ୪୧.୫ ଡିଗ୍ରୀ, ମାଲକାନଗିରିରେ ୪୧ ଡିଗ୍ରୀ, ସୁନ୍ଦରଗଡ଼ରେ ୪୦ ଡିଗ୍ରୀ ରହିଛି। ଆଜି ଭୁବନେଶ୍ୱରରେ ୩୭.୭ ଡିଗ୍ରୀ ଓ କଟକର ତାପମାତ୍ରା ୩୭.୨ ଡିଗ୍ରୀ ରହିଛି।

ଦିନକୁ ଦିନ ତାପମାତ୍ରା ବଢ଼ୁଥିବାରୁ ସମଗ୍ର ରାଜ୍ୟରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଦିନ ୧୧ଟା ବେଳକୁ ରାସ୍ତାଘାଟ ଶୂନ୍‌ଶାନ୍‌ ହୋଇଯାଉଛି। ଗ୍ରୀଷ୍ମ ପ୍ରବାହ ଯୋଗୁ ଲୋକେ ଘରୁ ବାହାରିବାକୁ ସୁରକ୍ଷିତ ମଣୁନାହାନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story