ଲଗାଣ ବର୍ଷା ଯୋଗୁ ସୁନ୍ଦରଗଡ଼ରେ ଯାତାୟାତ ବାଧାପ୍ରାପ୍ତ

ସୁନ୍ଦରଗଡ଼: ଘୂର୍ଣ୍ଣିବଳୟ ପ୍ରଭାବରେ ସୁନ୍ଦରଗଡ଼ ଜିଲ୍ଲାରେ ଗତକାଲି ରାତିରୁ ବର୍ଷା ଜାରି ରହିଛି। ଏଥିଯୋଗୁ ଲେଫ୍ରିପଡା ଇଚ୍ଛା ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସେହିପରି ସୁରୁଗୁଡା ଗାଁରେ ଆଣ୍ଠୁଏ ଉଚ୍ଚା ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି।   ତେବେ ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ। ରାଉରକେଲା ସହିତ ବେଦବ୍ୟାସ, ବୀରମିତ୍ରପୁର ଆଦି ଅଞ୍ଚଳରେ ମଧ୍ୟ ଭାରୀ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି। ଏପରିକି ରାଉରକେଲା ରିଂ ରୋଡ, […]

banya1

banya1

Puspanjali Panda
  • Published: Sunday, 18 August 2019
  • Updated: 18 August 2019, 05:37 PM IST

Sports

Latest News

ସୁନ୍ଦରଗଡ଼: ଘୂର୍ଣ୍ଣିବଳୟ ପ୍ରଭାବରେ ସୁନ୍ଦରଗଡ଼ ଜିଲ୍ଲାରେ ଗତକାଲି ରାତିରୁ ବର୍ଷା ଜାରି ରହିଛି। ଏଥିଯୋଗୁ ଲେଫ୍ରିପଡା ଇଚ୍ଛା ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସେହିପରି ସୁରୁଗୁଡା ଗାଁରେ ଆଣ୍ଠୁଏ ଉଚ୍ଚା ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି।

ତେବେ ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ। ରାଉରକେଲା ସହିତ ବେଦବ୍ୟାସ, ବୀରମିତ୍ରପୁର ଆଦି ଅଞ୍ଚଳରେ ମଧ୍ୟ ଭାରୀ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି। ଏପରିକି ରାଉରକେଲା ରିଂ ରୋଡ, ବୀରମିତ୍ରପୁରର ରାୟବଗା ରୋଡ୍, ମିସ୍ତ୍ରୀ ଦଫାଇ ଆଦି ଅନେକ ଅଞ୍ଚଳରେ ପାଣି ଜମି ରହିଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ବର୍ଷା ଯୋଗୁ ଗତକାଲି ସନ୍ଧ୍ୟାରୁ ଏପର୍ଯ୍ୟନ୍ତ କିଛି ସ୍ଥାନରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି ଏବଂ ଅନ୍ୟ କିଛି ସ୍ଥାନରେ ଗଛ ପଡି କାର୍ ଭାଙ୍ଗି ଯାଇଥିବାର ଖବର ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story