ଥରୁଛି ଓଡ଼ିଶା, ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ ବଢୁଛି ଶୀତ । ଗତ ୨୪ ଘଣ୍ଟା ମଧ୍ୟରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରାୟ ସବୁ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୧୨ରୁ ୧୪ ଡିଗ୍ରୀ ମଧ୍ୟରେ ରହିଥିଲା । ହେଲେ ଉପକୂଳ ଓଡିଶାରେ ସର୍ବନିମ୍ନ ତାପମାତ୍ରା ୧୬ରୁ ୧୯ ଡିଗ୍ରୀ ମଧ୍ୟରେ ଥିଲା । ଆସନ୍ତା ୫ ଦିନ ପାଇଁ ଓଡିଶାର ସମସ୍ତ ଜିଲ୍ଲାର ପାଗ ମୁଖ୍ୟତ […]

cold

cold

Niharika Rout
  • Published: Wednesday, 09 December 2020
  • Updated: 09 December 2020, 07:54 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ ବଢୁଛି ଶୀତ । ଗତ ୨୪ ଘଣ୍ଟା ମଧ୍ୟରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରାୟ ସବୁ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୧୨ରୁ ୧୪ ଡିଗ୍ରୀ ମଧ୍ୟରେ ରହିଥିଲା । ହେଲେ ଉପକୂଳ ଓଡିଶାରେ ସର୍ବନିମ୍ନ ତାପମାତ୍ରା ୧୬ରୁ ୧୯ ଡିଗ୍ରୀ ମଧ୍ୟରେ ଥିଲା ।

ଆସନ୍ତା ୫ ଦିନ ପାଇଁ ଓଡିଶାର ସମସ୍ତ ଜିଲ୍ଲାର ପାଗ ମୁଖ୍ୟତ ଶୁଖିଲା ରହିବ  । କଳାହାଣ୍ଡି, କନ୍ଧମାଳ, ରାୟଗଡା, ବୌଦ୍ଧ, ସୋନପୁର, କୋରାପୁଟ, ନବରଙ୍ଗପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡି ହେବା ସମ୍ଭାବନା ରହିଛି  । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story