ଖସିବ ପାରଦ, ଥରିବ ଓଡ଼ିଶା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଥରିବ ଓଡ଼ିଶା। ରାଜ୍ୟରେ ବଢିବ ଶୀତ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ରାତିର ତାପମାତ୍ରାରେ ୪ରୁ ୫ ଡିଗ୍ରୀ ହ୍ରାସ  ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଗତ କିଛି ବର୍ଷ ତୁଳନାରେ ଏ ବର୍ଷ ଶୀତ କମ୍ ରହିଛି । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ଉପରେ ରହିଛି। ସେହିପରି କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ […]

odisha

odisha

Niharika Rout
  • Published: Saturday, 19 December 2020
  • Updated: 19 December 2020, 07:41 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଥରିବ ଓଡ଼ିଶା। ରାଜ୍ୟରେ ବଢିବ ଶୀତ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ରାତିର ତାପମାତ୍ରାରେ ୪ରୁ ୫ ଡିଗ୍ରୀ ହ୍ରାସ  ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଗତ କିଛି ବର୍ଷ ତୁଳନାରେ ଏ ବର୍ଷ ଶୀତ କମ୍ ରହିଛି ।

କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ଉପରେ ରହିଛି। ସେହିପରି କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ମଧ୍ୟ ବେଶି ଶୀତ ଅନୁଭୂତ ହେଉନାହିଁ । ଗତକାଲି  ୧୫ ଡିଗ୍ରୀ ଉପରେ ଅଧିକାଂଶ ସହରର ସର୍ବନିମ୍ନ ତାପମାତ୍ରା ରହିଥିଲା ।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ୪ରୁ ୫ ଡିଗ୍ରୀ ହ୍ରାସ ପାଇବ ଏବଂ ଏହି ସ୍ଥିତି ପରବର୍ତ୍ତୀ ୩ ଦିନ ଯାଏଁ ରହିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story