ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୁହୁଡ଼ି ଆବରଣରେ ଛାଇ ହୋଇଯିବ ୧୦ଟି ଜିଲ୍ଲା। ପ୍ରବଳ କୁହୁଡ଼ି ନେଇ ୧୦ଟି ଜିଲ୍ଲାକୁ ସତର୍କ କରିଛି ପାଣିପାଗ ବିଭାଗ। ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼ ଓ ନୟାଗଡ ଜିଲ୍ଲାରେ ଅତ୍ୟଧିକ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏନେଇ ନେଇ ସବୁ ଜିଲ୍ଲାପାଳମାନଙ୍କୁ SRC ସତର୍କସୂଚନା ଜାରି କରିଛନ୍ତି। ପୁଲିସ ଓ ପରିବହନ ବିଭାଗ ଆବଶ୍ୟକ ପଦକ୍ଷେପ ନେବାକୁ ମଧ୍ୟ କୁହାଯାଇଛି। ଅତ୍ୟଧିକ କୁହୁଡ଼ି ଯୋଗୁ ଦୁର୍ଘଟଣା ହେବାର ଆଶଙ୍କା ଥିବାରୁ ଏନେଇ ସତର୍କ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।