ଏହି ୯ଟି ଜିଲ୍ଲାରେ ହୋଇପାରେ କାଳବୈଶାଖୀ

ଭୁବନେଶ୍ୱର: କିଛି ଦିନ ହେଲା ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜାରି ରହିଛି।  ଏଥିଯୋଗୁଁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ମଧ୍ୟ ହୋଇଛି। ଆଜି ମଧ୍ୟ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି।   ଆଜି ୯ ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାପବନ ହୋଇପାରେ । ଏହି ୯ […]

rain...

Rakesh Mallick
  • Published: Sunday, 22 April 2018
  • , Updated: 22 April 2018, 07:10 PM IST

ଭୁବନେଶ୍ୱର: କିଛି ଦିନ ହେଲା ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜାରି ରହିଛି।  ଏଥିଯୋଗୁଁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ମଧ୍ୟ ହୋଇଛି। ଆଜି ମଧ୍ୟ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି।   ଆଜି ୯ ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାପବନ ହୋଇପାରେ । ଏହି ୯ ଜିଲ୍ଲାରେ କୁଆପଥର ବୃଷ୍ଟି ସହ ୫୦ରୁ ୬୦ କିମି ବେଗରେ ପବନ ବୋହିପାରେ।

Related story