Advertisment

୪ ଦିନ ଧରି ଏହି ଜିଲ୍ଲାରେ ବର୍ଷିବ!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ଷା ହେଲା ପରେ ଶୀଳ ଆଉ ଥରେ ଫେରିବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ନୂଆପଡ଼ା, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଅନୁଗୋଳ, ବଲାଙ୍ଗିର, ବରଗଡ଼ରେ ବର୍ଷା ହେବା ସହିତ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ […]

ଅଦ୍ୟତନ ହୋଇଛି
୪ ଦିନ ଧରି ଏହି ଜିଲ୍ଲାରେ ବର୍ଷିବ!

heavy-rain

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ଷା ହେଲା ପରେ ଶୀଳ ଆଉ ଥରେ ଫେରିବାର ସମ୍ଭାବନା ରହିଛି।

Advertisment

ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ନୂଆପଡ଼ା, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଅନୁଗୋଳ, ବଲାଙ୍ଗିର, ବରଗଡ଼ରେ ବର୍ଷା ହେବା ସହିତ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୯ ତାରିଖ ପାଇଁ ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ ଓ କନ୍ଧମାଳ। ଏହି ଜିଲ୍ଲା ଗୁଡ଼ିକରେ ବର୍ଷା ହେବା ସହିତ ଘଡଘଡ଼ି ମାରିବାର ସମ୍ଭାବନା ରହିଛି। ଘଡ଼ଘଡ଼ି ମାରିବାର ସମ୍ଭାବନା ଥିବାରୁ ଘରୁ ବାହାରିଲା ବେଳେ ବା ଫେରିବା ବେଳେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe