୧୩ ଜିଲ୍ଲାରେ ପ୍ରବଳ ବର୍ଷା ହେବ, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୧୩ଟି ଜିଲ୍ଲାରେ ଧୂଳିଝଡ଼, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଅପରାହ୍ନ ୫ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ସମସ୍ତ ଜିଲ୍ଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସମ୍ବଲପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମ। ଅନ୍ୟପକ୍ଷରେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। […]

rain-3

rain-3

Manoranjan Sial
  • Published: Wednesday, 19 June 2019
  • Updated: 19 June 2019, 03:17 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୧୩ଟି ଜିଲ୍ଲାରେ ଧୂଳିଝଡ଼, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଅପରାହ୍ନ ୫ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ସମସ୍ତ ଜିଲ୍ଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସମ୍ବଲପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମ।

ଅନ୍ୟପକ୍ଷରେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। ଏହା ପୂର୍ରବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ବର୍ଷା ହୋଇଛି। କାଲିଠୁ ବର୍ଷାର ପରିମାଣ ବଢ଼ିବ। ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଅଧିକ ହେବ। ମାଲକାନଗିରି, କୋରାପୁଟ, ପୁରୀ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଜଗତସିଂହପୁର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁଁ ବର୍ଷାର ପ୍ରଭାବ ବେଶୀ ରହିବ। ଉପକୂଳରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story