୨୦ରେ ଆସୁଛି ଆଉ ଏକ ଲଘୁଚାପ, ୧୩ ଜିଲ୍ଲାକୁ ସତର୍କ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୦ ତାରିଖରେ ଆସୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ୨୨ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଆଜି ୧୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ତେଣୁ ୨୦ ତାରିଖରୁ ସମୁଦ୍ର ଭିତରକୁ […]

rain..99

rain..99

Manoranjan Sial
  • Published: Thursday, 17 September 2020
  • Updated: 17 September 2020, 06:49 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୦ ତାରିଖରେ ଆସୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ୨୨ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଆଜି ୧୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ତେଣୁ ୨୦ ତାରିଖରୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। କେହି ମତ୍ସ୍ୟଜୀବୀ ସମୁଦ୍ରରେ ଥିଲେ ୨୦ ସୁଦ୍ଧା ଫେରି ଆସିବାକୁ କୁହାଯାଇଛି।

ସୂଚନାରୁ ପ୍ରକାଶ, କିଛି ଦିନ ତଳେ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଥିଲା। ଯାହାଫଳରେ ବ୍ୟାପକ ଫସଲ ନଷ୍ଟ ହୋଇଥିଲା। ଏପରିକି କଚ୍ଚା ଘର ଗୁଡ଼ିକ ଭାଙ୍ଗି ଥିଲା। ଏହା କ୍ଷୟକ୍ଷତି ଆକଳନ କରିବା ପାଇଁ ଗତକାଲି କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଆସିଛନ୍ତି। ସେମାନେ ଦୁଇ ଦିନ ଧରି ବିଭିନ୍ନ ବନ୍ୟା ଅଞ୍ଚଳ ବୁଲି କ୍ଷୟକ୍ଷତି ଆକଳନ କରିବା ପରେ ଆଜି ସନ୍ଧ୍ୟା ବେଳେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story