ରାତିରେ ପ୍ରବଳ ବର୍ଷିବ, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାତିରେ ପ୍ରବଳ ବର୍ଷା ହେବ। ଏପରିକି ଘଡଘଡ଼ି ମାରିବାର ଆଶଙ୍କା ରହିଛି। ଏଥିପାଇଁ ୧୩ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଆଜି ରାତି ୧୧ଟା ୪୦ ପର୍ଯ୍ୟନ୍ତ କେନ୍ଦୁଝର, ବାଲେଶ୍ୱର, ମୟୂରଭଂଜ, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଝଡ଼ବର୍ଷା ହେବ। ଏପରିକି ବଜ୍ରପାତ ହେବା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ […]

rain

rain

Manoranjan Sial
  • Published: Friday, 31 May 2019
  • Updated: 31 May 2019, 10:25 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାତିରେ ପ୍ରବଳ ବର୍ଷା ହେବ। ଏପରିକି ଘଡଘଡ଼ି ମାରିବାର ଆଶଙ୍କା ରହିଛି। ଏଥିପାଇଁ ୧୩ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।

ଆଜି ରାତି ୧୧ଟା ୪୦ ପର୍ଯ୍ୟନ୍ତ କେନ୍ଦୁଝର, ବାଲେଶ୍ୱର, ମୟୂରଭଂଜ, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଝଡ଼ବର୍ଷା ହେବ। ଏପରିକି ବଜ୍ରପାତ ହେବା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର। ଇତି ମଧ୍ୟରେ ରାଜଧାନୀ ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ରାତିରେ ବର୍ଷା ଆରମ୍ଭ ହୋଇଯାଇଛି।

ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ମେ’ ୧୮ ତାରିଖରେ ମୌସୁମୀ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଛୁଇଁଥିଲା। ତେବେ ପ୍ରତିକୂଳ ପରିସ୍ଥିତି ଯୋଗୁ ଏହା ଆଗକୁ ବଢ଼ି ପାରି ନଥିଲା। ତେବେ ଆସନ୍ତା ୨ରୁ ୩ ଦିନ ହେଲା ମୌସୁମୀ ପୁଣି ସକ୍ରିୟ ହେବାରେ ଲାଗିଛି। ଏବେ ମୌସୁମୀ ଆଣ୍ଡାମାନରେ ରହିଛି। ମୌସୁମୀ ଆସିବାରେ ବିଳମ୍ବ ହେଉଥିଲେ ମଧ୍ୟ ଏଥର ସ୍ୱାଭାବିକ ବୃଷ୍ଟିପାତ ହେବ। ଜୁନ୍‌ରୁ ସେପ୍ଟେମ୍ବର ଯାଏ ସମଗ୍ର ଦେଶରେ ସ୍ୱାଭାବିକ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story