ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଦିନ ୧୦ଟା ୩୦ ଯାଏ ୬ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ୍ ମ୍ୟାନେଜର୍; ୪ଟି ସ୍ଥାନରେ ଚଢ଼ାଉ
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।