ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ୱେଲ ମାର୍କ୍ଡ ଲଘୁଚାପ । ଉତ୍ତର ଉପକୂଳ ଓଡ଼ିଶାରେ ଏହା କେନ୍ଦ୍ରୀଭୂତ ହୋଇ ଧୀରେ ଧୀରେ ଉତ୍ତର ଦିଗକୁ  ଗତି କରୁଛି। ଯାହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ସହ ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।  ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ମାତ୍ରାରେ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ […]

rain-1

rain-1

Rakesh Mallick
  • Published: Tuesday, 17 July 2018
  • Updated: 17 July 2018, 10:28 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ୱେଲ ମାର୍କ୍ଡ ଲଘୁଚାପ । ଉତ୍ତର ଉପକୂଳ ଓଡ଼ିଶାରେ ଏହା କେନ୍ଦ୍ରୀଭୂତ ହୋଇ ଧୀରେ ଧୀରେ ଉତ୍ତର ଦିଗକୁ  ଗତି କରୁଛି। ଯାହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ସହ ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।  ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ମାତ୍ରାରେ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।  ଅନ୍ୟପକ୍ଷରେ ଆସନ୍ତା ୧୯ରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।  ଯାହାର ପ୍ରଭାବରେ ରାଜ୍ୟରେ ପୁଣିଥରେ ବର୍ଷା ହୋଇପାରେ ବୋଲି କହିଛି ପାଣିପାଗ ବିଭାଗ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story