Advertisment

ପୂଜାକୁ ଫିକା କରିପାରେ ବର୍ଷା, ୪୮ ଘଣ୍ଟା ଭିତରେ ଏହି ଜିଲ୍ଲାରେ ହୋଇପାରେ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂଜାକୁ ଫିକା କରିପାରେ ବର୍ଷା। କାରଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସୃଷ୍ଟି ହୋଇଛି ଏକ ଲଘୁଚାପ। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଭିତରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇଦେଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ଯୋଗୁ ସୃଷ୍ଟି ହୋଇଥିବା ଟ୍ରପ୍‌ଲାଇନ୍‌ ପଶ୍ଚିମବଙ୍ଗ ଦେଇ ହିମାଳୟ ପାଦଦେଶକୁ ଯାଇଥିବା ଜଣାପଡ଼ିଛି। ଏହାର ପ୍ରଭାବରେ ମୟୂରଭଞ୍ଜ, ଝାରସୁଗୁଡ଼ା, […]

ବର୍ଷା ଯୋଗୁ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

rain-water,,

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂଜାକୁ ଫିକା କରିପାରେ ବର୍ଷା। କାରଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସୃଷ୍ଟି ହୋଇଛି ଏକ ଲଘୁଚାପ। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଭିତରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇଦେଇଛି।

Advertisment

ଆଭ୍ୟନ୍ତରୀଣ ଓଡ଼ିଶାରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ଯୋଗୁ ସୃଷ୍ଟି ହୋଇଥିବା ଟ୍ରପ୍‌ଲାଇନ୍‌ ପଶ୍ଚିମବଙ୍ଗ ଦେଇ ହିମାଳୟ ପାଦଦେଶକୁ ଯାଇଥିବା ଜଣାପଡ଼ିଛି। ଏହାର ପ୍ରଭାବରେ ମୟୂରଭଞ୍ଜ, ଝାରସୁଗୁଡ଼ା, ଅନୁଗୋଳ, ଢେଙ୍କାନାଳ, ନୟାଗଡ, କେନ୍ଦୁଝର, ଭଞ୍ଜାମ, ଗଜପତି, ଖୋର୍ଦ୍ଧା ଓ କଟକରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ଦଶହରା ପୂଜା ମଉଜ ଫିକା ପଡ଼ିବାର ଆଶଙ୍କା ଦେଖାଦେଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe