ଆଜି ହେବ ପ୍ରବଳ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ବଜ୍ରପାତ ହେବ। ଏନେଇ ୪ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମୟ ଭିତରେ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। କାଳବୈଶାଖୀ ପ୍ରଭାବରେ ଆଜି କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବ। କୁଆପଥର ମାଡ଼ ଓ ବଜ୍ରପାତ ମଧ୍ୟ ହେବ। ପବନର ବେଗ ୫୦ରୁ ୬୦ […]

Norwester-Rain

Rakesh Mallick
  • Published: Wednesday, 16 May 2018
  • , Updated: 16 May 2018, 03:35 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ଆଜି ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ବଜ୍ରପାତ ହେବ। ଏନେଇ ୪ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମୟ ଭିତରେ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

କାଳବୈଶାଖୀ ପ୍ରଭାବରେ ଆଜି କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବ। କୁଆପଥର ମାଡ଼ ଓ ବଜ୍ରପାତ ମଧ୍ୟ ହେବ। ପବନର ବେଗ ୫୦ରୁ ୬୦ ରହିବ। ତେଣୁ ଏହି ସମୟ ଭିତରେ ଘରୁ ନବାହାରିବା ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Related story