ଆସୁଛି ସାମୁଦ୍ରିକ ଝଡ଼; ୨୫ରୁ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ସାମୁଦ୍ରିକ ଝଡ଼ । ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲମାର୍କରେ ପରିଣତ ହୋଇଥିବା ବେଳେ, ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ସାମୁଦ୍ରିକ ଝଡ଼ର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହା ପ୍ରଭାବରେ ଆସନ୍ତା ୨୫ରୁ ଓଡ଼ିଶାର କିଛି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା […]

rain

rain

Niharika Rout
  • Published: Monday, 23 November 2020
  • Updated: 23 November 2020, 08:17 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ସାମୁଦ୍ରିକ ଝଡ଼ । ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲମାର୍କରେ ପରିଣତ ହୋଇଥିବା ବେଳେ, ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ସାମୁଦ୍ରିକ ଝଡ଼ର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହା ପ୍ରଭାବରେ ଆସନ୍ତା ୨୫ରୁ ଓଡ଼ିଶାର କିଛି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପୁର୍ବାନୁମାନ କରାଯାଇଛି।

ସୂଚନା ଅନୁଯାୟୀ, ୨୫ ତାରିଖ ମଧ୍ୟାହ୍ନରୁ ଅପରାହ୍ଣ ମଧ୍ୟରେ ପୁଡୁଚେରି ଓ ତାମିଲନାଡୁ ମଧ୍ୟ ଦେଇ ଏହି ସାମୁଦ୍ରିକ ଝଡ଼ ଅତିକ୍ରମ କରିବ । ତେବେ ଏହା ଓଡ଼ିଶା ମୁହାଁ ହେଉନି ବରଂ ତାମିଲନାଡ଼ୁ ଦେଇ ଗତି କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ଏହା ପ୍ରଭାବରେ ୨୫ରୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଏବଂ ୨୬ରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ।  ୨୫ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲା ପାଇଁ  ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି  । ୨୬ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଜପତି ଓ ରାୟଗଡ଼ା ଏବଂ ପ୍ରବଳ ବର୍ଷା ପାଇଁ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ  ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story