୬ରେ ଆସୁଛି ଲଘୁଚାପ, ୨ ଦିନ ଛେଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୬ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଭୁବନେଶ୍ୱର  ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ୬ ତାରିଖରେ ଲଘୁଚାପ ସୃଷ୍ଟି ହେଲେ ୬ ଓ ୭ ଏହି ଦୁଇଦିନ  ପ୍ରବଳ ବର୍ଷା ହେବ । ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଉତ୍ତର […]

Heavy rainfall in odisha

Heavy rainfall in odisha

Niharika Rout
  • Published: Saturday, 04 September 2021
  • Updated: 04 September 2021, 08:06 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୬ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଭୁବନେଶ୍ୱର  ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ୬ ତାରିଖରେ ଲଘୁଚାପ ସୃଷ୍ଟି ହେଲେ ୬ ଓ ୭ ଏହି ଦୁଇଦିନ  ପ୍ରବଳ ବର୍ଷା ହେବ । ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା  ସାଙ୍ଗକୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ ବୋଲି  ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏନେଇ ପାଣିପାଗ ବିଭାଗ ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି, ଉତ୍ତର ବଙ୍ଗୋପସାଗର ତଥା ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବ ଫଳରେ ୬ ଓ ୭ରେ  ପ୍ରବଳ ବର୍ଷା ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos